କାଲିଫର୍ନିଆକୁ ମିଳିଲା ପ୍ରଥମ ଶିଖ ମେୟର

କାଲିଫର୍ନିଆ,୨୫ ।୧୨: ଆମେରିକାରେ ଭାରତୀୟ ମୂଳ ବାସିନ୍ଦା ପଞ୍ଜାବି ମିକି ହୋଥିଙ୍କୁ ସର୍ବସମ୍ମତି କ୍ରମେ ଉତ୍ତର କାଲିଫର୍ନିଆ ଲୋଦି ସହରର ମେୟର ନିର୍ବାଚିତ କରାଯାଇଛନ୍ତି । ଏହା ସହ ମିକି ହୋଥି, ଯାହାଙ୍କୁ ସବୁଠାରୁ ଉଚ୍ଚ ସ୍ଥାନ ମିଳିବା ସହ ସେ ପ୍ରଥମ ଶିଖ ଭାବେ ଏହି ଗୌରବ ହାସଲ କରିଛନ୍ତି । ମିକି ହୋଥି ଶୁକ୍ରବାର ଟୁଇଟ କରି କହିଛନ୍ତି, ‘ଲୋଦି ସହରର ୧୧୭ ତମ ମେୟର ଭାବେ ଶପଥ ଗ୍ରହଣ କରି ମୁଁ ନିଜକୁ ସମ୍ମାନୀତ ମନେକରୁଛି ।
ମେୟର ହେବା ପରେ ତାଙ୍କର ମୁଖ୍ୟ କାମ ରହିବ କମନ କାଉନସିଲ ବୈଠକର ନେତୃତ୍ୱ କରିବା ଓ ସହରର କାର୍ଯ୍ୟକାରୀ ଅଧିକାରୀ ଭାବେ କାମ କରିବା । ସହରର ସ୍ଥାନୀୟ ଖବରକାଗଜ ଲୋଦି ଟାଇମ୍ସ ମେୟରଙ୍କ ପକ୍ଷରୁ ଲେଖିଛି ଯେ ଏହାଏକ ସୁରକ୍ଷିତ ସହର ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri