ଗାଡ଼ି ଶୋ’ ରୁମ୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ରାଜଧାନୀରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫାୟାର ଷ୍ଟେଶନ ପାଖରେ ଥିବା ପିଜିଏଲ ହୋଣ୍ଡା ଶୋ’ରୁମ୍‌ରେ ନିଆଁ ଲାଗି ଯାଇଥିଲା।

ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶଟ୍‌ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଶୋ’ରୁମ୍‌ ପାଖରେ ଏକ ଇଲେକ୍ଟ୍ରି ଟ୍ରାନ୍ସଫର୍ମର ରହିଛି। ଏଥିରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri