ସ୍ପେନରେ ବଡ ଧରଣର ଦୁର୍ଘଟଣା, ନଦୀକୁ ଖସିଲା ବସ ୬ ମୃତ

ସ୍ପେନ,୨୬ ।୧୨: ସ୍ପେନର ଉତ୍ତର ପଶ୍ଚିମ ଗ୍ଲାସିୟର ଅଞ୍ଚଳରେ ଏକ ବଡ ଧରଣର ଦୁର୍ଘଟଣା ହୋଇଯାଇଛି । ଏଠାରେ ଏକ ବସ ପୋଲ ପାରି ହେଉଥିବା ସମୟରେ ନଦୀକୁ ଖସି ପଡିବାରୁ ଅତିକମରେ ୬ ଜଣଙ୍କ ମୃତ୍ୟୁ ହେବାସହ ୨ ଜଣ ଆହତ ହୋଇଛନ୍ତି ।
ଘଟଣାସ୍ଥଳରେ ଉଦ୍ଧାର କରୁଥିବା ଅଧିକାରୀମାନେ କହିଛନ୍ତି ପାଣିରେ ଥିବା ଲୋକଙ୍କୁ ଦଉଡି ସାହାଯ୍ୟରେ ବାହାରକୁ ବାହାର କରାଯାଇଥିଲା । ଆହତଙ୍କୁ ତୁରନ୍ତ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ମଧ୍ୟ ଘଟଣାର ଯାଞ୍ଚ ଆରମ୍ଭ କରିଛି, ଡ୍ରାଇଭର ମଦ ପିଇ ଅଥବା କୌଣସ ନିଶା ଦ୍ରବ୍ୟ ଗ୍ରହଣ କରି ବସ ଚଳାଉ ନ ଥିଲେ ତ । ଏପଟେ ସମସ୍ତ ଉଦ୍ଧାର କାର୍ଯ୍ୟ ସରିଥିବା ବେଳେ ନଦୀ ମଧ୍ୟରୁ ବସଟିକୁ ବି ବାହାରକୁ ବାହାର କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri