ବମ୍ବ ସାଇକ୍ଲୋନ୍‌ରେ ୧୮ ମୃତ

ଓ୍ବାଶିଂଟନ,୨୬ା୧୨: ଆମେରିକାରେ ବମ୍ବ ସାଇକ୍ଲୋନ୍‌ (ଶୀତଦିନିଆ ବାତ୍ୟା)ରେ ୧୮ ଜଣଙ୍କ ଜୀବନ ଗଲାଣି। ବମ୍ବ ସାଇକ୍ଲୋନ୍‌ ଯୋଗୁ ଦେଶରେ ଶୀତ ସବୁ ରେକର୍ଡ ଭାଙ୍ଗିଛି। ଅନେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ଛୁଟି ଯୋଜନାକୁ ଫିକା କରିଦେଇଛି। ବିମାନ ବାତିଲ ଯୋଗୁ ହଜାର ହଜାର ଯାତ୍ରୀ ଅଟକି ରହିଛନ୍ତି।

ଶୁକ୍ରବାର ୫,୯୩୪ ବିମାନ ବାତିଲ ହୋଇଥିଲା। ଭୀଷଣ ପାଗକୁ ନେଇ ଆମେରିକାର ନ୍ୟାଶନାଲ ଓ୍ବେଦର ସର୍ଭିସ ୨୪ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ସତର୍କ କରାଇଛି। ଶୀତରୁ ବର୍ତ୍ତିବା ଲାଗି ଲାଇବ୍ରେରି, ଥାନା ଆଦି ସର୍ବସାଧାରଣ ସ୍ଥାନରେ ଓ୍ବାର୍ମିଂ ସେଣ୍ଟର ଖୋଲାଯିବା ସହ ବାସହୀନଙ୍କ ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri