ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ, ୧ ଲକ୍ଷ ଜରିମାନା

ଫୁଲବାଣୀ ଅଫିସ, ୨୬ା୧୨:ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୩ ମାସ ଜେଲ ଭୋଗିବାକୁ ରାୟରେ ଉଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ କୋଟଗଡ ଥାନା ମୁଣ୍ଡାସାହିର ମନୁ ପାଟଗୁରୁ (୨୯)।
ନାବାଳିକା ଜଣକ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ୨୦୧୮ ସେପ୍ଟେମ୍ବର ୨୧ ତାରିଖ ରାତି ପ୍ରାୟ ୧୦ଟାରେ ସେ ପରିସ୍ରା
କରିବାକୁ ଯାଇଥିଲେ। ଅଭିଯୁକ୍ତ ମନୁ ତାଙ୍କ ମୁହଁ ବନ୍ଦ କରି ଅପହରଣ କରିନେଇ ନିକଟସ୍ଥ ନାଳ ପାଖରେ ବଳାତ୍କାର କରିଥିଲେ। ପୀଡ଼ିତା ଘରକୁ ଫେରି ସବୁକଥା କହିଥିଲେ। ଏ ନେଇ ନାବାଳିକାଙ୍କ ବାପା କୋଟଗଡ ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୪୪/୧୮ରେ ମାମଲା ରୁଜୁ କରି ମନୁଙ୍କୁ ଗିରଫ କରିଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଏବଂ ମେଡିକାଲ ରିପୋର୍ଟକୁ ଆଧାର କରି ବିଚାରପତି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri