Posted inଜାତୀୟ

ରେଲୱେ ଭ୍ରଷ୍ଟାଚାର ମାମଲାରେ ଲାଲୁଙ୍କ ବିରୋଧରେ ସିବିଆଇ କରିବ ଯାଞ୍ଚ

ନୂଆଦିଲ୍ଲୀ,୨୬ ।୧୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଅଡୁଆ ବଢିପାରେ । କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ) ତାଙ୍କ ବିରୋଧରେ ଭ୍ରଷ୍ଟାଚାର ମାମଲାର ପୁନଃ ଯାଞ୍ଚ ଆରମ୍ଭ କରି ଦେଇଛି । ଏହା ହେଉଛି ରେଲୱେ ପରିଯୋଜନାରେ ଭ୍ରଷ୍ଟାଚାର ମାମଲା । ଲାଲୁ ପ୍ରସାଦ ଯାଦବ ୟୁପିଏ-୧ ସରକାରରେ ପୋର୍ଟଫଲିଓ ସମ୍ଭାଳିଥିଲେ । ଅଭିଯୋଗ ହୋଇଛି କି ସେହି ସମୟରେ ଭ୍ରଷ୍ଟାଚାର ହୋଇଥିଲା । ଏହି ମାମଲାରେ ସିବିଆଇ ୨୦୧୮ରେ ଯାଞ୍ଚ ଆରମ୍ଭ କରିଥିଲା । ହେଲେ ମେ’ ୨୦୨୧ରେ ଯାଞ୍ଚ ବନ୍ଦ କରି ଦିଆଯାଇଥିଲା । ଏବେ ଏହି ମାମଲାରେ ପୁଣିଥିରେ ଯାଞ୍ଚ ଆରମ୍ଭ କରାଯାଇଛି ।
ଭାରତୀୟ ରେଲୱେ ପରିଯୋଜନାରେ ଭ୍ରଷ୍ଟାଚାର ମାମଲାର ଯାଞ୍ଚ ଆରମ୍ଭ ହେବା ପରେ ଲାଲୁଙ୍କ ମୁଣ୍ଡରେ ସଙ୍କଟର ବାଦଲ ଘୋଟି ଯାଇଛି । ଏହା ପୂର୍ବରୁ ତାଙ୍କୁ ଅନ୍ୟ ମାମଲାରେ ସଜା ଦିଆସରିଛି ଆଉ ସେ ବହୁତ ଦିନ ପର୍ଯ୍ୟନ୍ତ ଜେଲରେ ବି ରହିଛନ୍ତି । ନିକଟରେ ତାଙ୍କର ଏକ ଜଟିଳ ଶାରୀରିକ ସମସ୍ୟା ଯୋଗୁ ଅସ୍ତ୍ରୋପଚାର କରାଯାଇଛି । ତାଙ୍କର କିଡନୀ ଟ୍ରାନ୍ସପ୍ଲାଣ୍ଟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri