ବିଜେଡିର ପ୍ରତିଷ୍ଠା ଦିବସକୁ ବିରୋଧ କରି ଭାଜପାର ୪ ଘଣ୍ଟିଆ ସତ୍ୟାଗ୍ରହ

ପାଟଣା,୨୬।୧୨(ସ୍ବ.ପ୍ର.): ଓଡିଶାରେ ବିଜେଡିର ୨୫ ବର୍ଷ ଶାସନର ପୂର୍ତ୍ତି ଉତ୍ସ ପୁରୀରେ ପାଳୁଥିବା ବେଳେ ଭାଜପା ବିରୋଧ କରିଛି। ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ, ନାରୀ ନିର୍ଯ୍ୟାତନା, ହିଂସା ଭଳି ଘଟଣା ବୃଦ୍ଧି ପାଇବା ପ୍ରତିବାଦରେ ଭାଜପା ପକ୍ଷରୁ ସୋମବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ୪ ଘଣ୍ଟିଆ ସତ୍ୟାଗ୍ରହ କରିଛନ୍ତି। ଆୟୋଜିତ ସତ୍ୟାଗ୍ରହ କାର୍ଯ୍ୟକ୍ରମରେ ଜିଲା ଯୁବମୋର୍ଚା ସଭାପତି ହେମ ରଞ୍ଜନ ବାରିକଙ୍କ ସଂଯୋଜନରେ ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ପୂର୍ବତନ ଜିଲା ପରିଷଦ ସଦସ୍ୟା ମମିତା ନାଏକ, ଜିଲା ସମ୍ପାଦିକା ବିଜୟଲକ୍ଷ୍ମୀ ପାତ୍ର,ଜିଲା ଭାଜପା ଯୁବମୋର୍ଚା ସମ୍ପାଦକ ଶବୀର ଦାଶ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟବ୍ରତ ନାଏକ ଅଛନ୍ତି। ସେହିପରି ପାଟଣା ବିଧାନସଭା ପ୍ରଭାରୀ କୃପା ସିନ୍ଧୁ ମହାନ୍ତ,ବିଧାନସଭା ପର୍ଯ୍ୟବେକ୍ଷକ ସୁଦର୍ଶନ ମହାନ୍ତ,ପାଟଣା ନିର୍ବାଚନ ମଣ୍ଡଳୀ ସଭାପତି ରମେଶ ମହାନ୍ତ, ସାହାରପଡା ମଣ୍ଡଳ ସଭାପତି ବୁଲୁ ବାରିକ ମହିଳା ନେତ୍ରୀ ସୋମବାରି ମୁଣ୍ଡା, ଉଦୟପୁରମଣ୍ଡଳ ନରହରି ମହାନ୍ତ, କେନ୍ଦେଇପଶି ମିତ୍ରଭାନୁ ମହାନ୍ତ, ଉଖୁଣ୍ଡା ପ୍ରବୀର ରଞ୍ଜନ ନାଏକଙ୍କ ସହ ଛାମୁଆ ସଂଗଠନର ବହୁ ବରିଷ୍ଠ ନେତା ବିଜେଡି କୁଶାସନର ଚିଠା ଉପସ୍ଥାପିତ କରିବା ସହ ଏହାର ତୀବ୍ର ସମାଲୋଚନା କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri