ମାସ୍କ ବ୍ୟବହାର କରିବାକୁ ଅନୁରୋଧ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନାର ନୂଆ ସଂକ୍ରମଣ ଏବେ ଚିନ୍ତା ବଢାଉଛି। ତେବେ ରାଜ୍ୟରେ କୋଭିଡ ମୁକାବିଲା ନେଇ ପ୍ରସ୍ତୁତି ଚାଲିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ସ୍ଥିତି ଉପରେ ନଜର ରଖିବାକୁ ମଙ୍ଗଳବାର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଲୋକମାନଙ୍କୁ ମାସ୍କ ବ୍ୟବହାର କରିବାକୁ ଅନୁରୋଧ କରାଯାଇଛି। ଏହା ଓମିକ୍ରନ ସବ୍‌ ଭାରିଆଣ୍ଟ,୩ୟ ଲହର ବହୁତ କମ୍‌ ଦିନ ଥିଲା। ଭୟଭୀତ ନ ହୋଇ ସତର୍କ ରହିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri