Odisha Elections 2024

ଗିରଫ ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର

ଜଗତସିଂହପୁର ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୮।୧୨: ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ରାଜସ୍ବ ବିଭାଗରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଚିତ୍ତରଞ୍ଜନ ପିଳା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସେ ତାଙ୍କ ଆୟରୁ ୧୯୧% ଅଧିକ ସମ୍ପତ୍ତି ଠୁଳ କରିଥିବା ଜଣାପଡ଼ିଛି।

ଚିତ୍ତରଞ୍ଜନଙ୍କର ରାଜ୍ୟର ବିଭିନ୍ନ ସ୍ଥାନରେ ୫ ଫ୍ଲାଟ, ୬ ପ୍ଲଟ୍‌ ଏବଂ ବିଲ୍ଡିଂ ଆଦି ଅଛି। ମଙ୍ଗଳବାର ରାଜ୍ୟ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘରେ ଚଢ଼ାଉ କରାଯାଇ ନଗଦ ୮୭,୭୮୫ ଟଙ୍କା ୨ ଚାରି ଚକିଆ ଏବଂ ୩ ଦୁଇ ଚକିଆ ଗାଡ଼ି ଠାବ କରାଯାଇଥିଲା। ପରେ ବ୍ୟାଙ୍କ ଏବଂ ବୀମା ଜମା ସହ ସୁନାଗହଣା ଏବଂ ଅନ୍ୟାନ୍ୟ ଘରୋଇ ସାମଗ୍ରୀ ବିଷୟରେ ଭିଜିଲାନ୍ସ ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ବିଜେଡି ସରକାରରେ ଓଡ଼ିଶା...

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ...

ରାଇକିଆରେ ଚାଲିଛି ମତଦାନ

ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି।...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳର ପ୍ରସ୍ତୁତି

କେନ୍ଦ୍ରାପଡ଼ା,୨୦ା୫(ଜଗନ୍ନାଥ ଧଳ): ରାଜ୍ୟର ଚତୁର୍ଥ ଓ ଦେଶର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ଜୁନ ୧ରେ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri