ବଲାଙ୍ଗୀରରେ ରାଜ୍ୟପାଳ

ବଲାଙ୍ଗୀର ଅଫିସ,୨୮ା୧୨: ବଲାଙ୍ଗୀର ରୋଟାରୀ କ୍ଲବ ଅଫ୍‌ ଇଲିଟ ପକ୍ଷରୁ ଆୟୋଜିତ ‘ଉଡ଼ାନ’ କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଶିକ୍ଷା ମାଧ୍ୟମରେ ପରିବର୍ତ୍ତନ ଅଣାଯାଇପାରିବ ବୋଲି କହିଥିଲେ। ସେ ଆହୁରି କହିଥିଲେ ଯେ, ସେବା ମାଧ୍ୟମରେ ମୋକ୍ଷ ମିଳେ। ଏଣୁ ସେବାକୁ ଜୋର ଦେଇଥିଲେ। କାର୍ଯ୍ୟକ୍ରମରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ପ୍ରଫେସର ମଧୁସୂଦନ ପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ରୋଟାରୀ କ୍ଲବ ଅଫ୍‌ ଇଲିଟର ଭୂୟସୀ ପ୍ରଶଂସା କରିଥିଲେ। ଅନ୍ୟତମ ଅତିଥି ଭାବେ ଜିଲାପାଳ ଚଞ୍ଚଳ ରାଣା, ରୋଟାରୀ କ୍ଲବ ଅଫ୍‌ ଇଲିଟ ସଭାପତି ରିଙ୍କୁ ପାତ୍ର ଓ ସମ୍ପାଦକ ମମତା ପରମାର ମଞ୍ଚାସୀନ ହୋଇଥିଲେ। ଏହି ଅବସରରେ ‘ଉଡ଼ାନ’ର କୃତୀ ଛାତ୍ରୀଙ୍କୁ ରାଜ୍ୟପାଳ  ପ୍ରମାଣପତ୍ର ଓ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଉଡ଼ାନ ସ୍ମରଣିକାକୁ ମୁଖ୍ୟ ଅତିଥି ରାଜ୍ୟପାଳ ଉନ୍ମୋଚନ କରିଥିଲେ। ସଭାକୁ ସଭାପତି ରିଙ୍କୁ ପାତ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri