୨ କୋଟି କୋଭିଶିଲ୍ଡ ଟିକା ମାଗଣାରେ ଦେବ ସେରମ୍‌

ନୂଆଦିଲ୍ଲୀ, ୨୯।୧୨: ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) କେନ୍ଦ୍ର ସରକାରଙ୍କୁ ୨ କୋଟି କୋଭିଶିଲ୍ଡ କରୋନା ଟିକା ଡୋଜ୍‌ ମାଗଣାରେ ଯୋଗାଇ ଦେବା ନେଇ ବୁଧବାର କହିଛି। ଦେଶରେ କରୋନାର ସ୍ଥିତିକୁ ନଜରରେ ରଖି କମ୍ପାନୀ ପକ୍ଷରୁ ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି।

ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ର ସରକାରୀ ଯୋଗାଣ ବିଭାଗ ନିର୍ଦ୍ଦେଶକ ପ୍ରକାଶ କୁମାର ସିଂ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ଏ ସମ୍ପର୍କିତ ଏକ ଚିଠି ଲେଖିଛନ୍ତି। କରୋନା ଟିକାର ୨ କୋଟି କୋଭଶିଲ୍ଡର ୨ କୋଟି ଡୋଜ୍‌ର ମୂଲ୍ୟ ୪୧୦ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍‌ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି।...

VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ...

ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ...

୩ ଘଣ୍ଟାରେ ଫେକ୍‌ କଣ୍ଟେଣ୍ଟ ହଟାଅ:ରାଜନୈତିକ ଦଳଙ୍କୁ ଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପ୍ରଯୁକ୍ତିର ଦୁରୁପଯୋଗ କରାଯାଇ ଡିପ୍‌ ଫେକ୍‌ ପ୍ରସ୍ତୁତ କରାଯିବା ଏବଂ ତଥ୍ୟକୁ ବିକୃତ କରାଯାଉଥିବାରୁ ନିର୍ବାଚନ କମିଶନ(ଇସି)...

ଆଜି ୯୩ ଆସନରେ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୭ା୫:ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ...

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri