ହାତୀ ଶିକାର ଘଟଣାର ସିବିଆଇ ତଦନ୍ତ ଦାବି

ବାରିପଦା ଅଫିସ,୨୯ା୧୨: ମୟୂରଭଞ୍ଜ ଜିଲାର ଶୋଭା ବର୍ଦ୍ଧନ କରୁଥିବା ଜାତୀୟ ଅଭୟାରଣ୍ୟ ‘ଶିମିଳିପାଳ ବଞ୍ଚାଅ’ ଅଭିଯାନକୁ ନେଇ ଅଗ୍ରଣୀ ଅଣ ରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ଗୁରୁବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅଭୟାରଣ୍ୟରେ ହାତୀଶିକାର ଓ ପ୍ରମାଣ ନଷ୍ଟ ଘଟଣାରେ ସବିଆଇ ତଦନ୍ତ ଦାବି କରିଛି ସଂଗଠନ। ହାତୀ ଶିକାର କରିଥିବା ଅଧିକାରୀଙ୍କଠାରୁ ମୂଲ୍ୟବାନ ଦାନ୍ତ ଦ୍ବୟ ଜବତ କରା ନ ଯିବା ଓ ବାଘ ଚମଡ଼ା ଘଟଣାରେ କେଉଁମାନେ ଜଡ଼ିତ ରହିଛନ୍ତି ତା’ର ଖୁଲାସା କରିବାକୁ ଦାବି କରିଛନ୍ତି। ଏ ନେଇ ଜିଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ଘଟଣାର ସିବିଆଇ ତଦନ୍ତ ଭାର ଗ୍ରହଣ ନ କରିବାରୁ ଆଜି ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ତେବେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କର୍ମକର୍ତ୍ତାମାନେ କଡ଼ା ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri