Posted inଜାତୀୟ

ଯାତ୍ରୀଙ୍କ ତଥ୍ୟ ଚୋରି ଅଭିଯୋଗକୁ ଖଣ୍ଡନ କଲା ରେଲଓ୍ବେ

ନୂଆଦିଲ୍ଲୀ,୨୯ା୧୨: ଭାରତୀୟ ରେଳପଥର ୩ କୋଟି ଯାତ୍ରୀଙ୍କ ତଥ୍ୟ ଚୋରି କରାଯାଇ ଡାର୍କ ଓ୍ବେବ୍‌ରେ ବିକ୍ରି ପାଇଁ ରଖାଯାଇଥିବା ହକରମାନଙ୍କ ଫୋରମ୍‌ ପକ୍ଷରୁ ଦାବି କରାଯାଇଛି। ତେବେ ଡାଟା ଚୋରି ଅଭିଯୋଗକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି। ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ୍‌ ଟ୍ୟୁରିଜିମ୍‌ କର୍ପୋରେଶନ (ଆଇଆର୍‌ସିଟିସି)ର ତଥ୍ୟ ଚୋରି ହୋଇନାହିଁ। କୌଣସି ଡାଟା ଲିକ୍‌ ହୋଇଛି କି ନାହିଁ, ଯାଞ୍ଚ ଲାଗି ଆଇଆର୍‌ସିଟିସି ପକ୍ଷରୁ ଏହାର ସମସ୍ତ ବ୍ୟବସାୟିକ ସହଯୋଗୀଙ୍କୁ କୁହାଯାଇଥିଲା। ସନ୍ଦିଗ୍ଧ ଡାଟା ଲିକ୍‌ ଏହାର ସର୍ଭରରୁ ହୋଇ ନ ଥିବା ମନ୍ତ୍ରଣାଳୟର ଜଣେ ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri