ଦୁଇଦିନ ବନ୍ଦ ରହିବ ବଡ଼ଦାଣ୍ଡର ସମସ୍ତ ଦୋକାନ

ପୁରୀ ଅଫିସ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଅନ୍ୟପକ୍ଷେ ଦୁଇଦିନ ପୁରୀ ବଡ଼ ଦାଣ୍ଡରେ ସମସ୍ତ ଦୋକାନ ବନ୍ଦ ରହିବ । ମାର୍କେଟ ଛକ ଠାରୁ ବ୍ୟାରିକେଟ୍‌ ବ୍ୟବସ୍ଥା କରାଯାଇଛି ।
ଶୃଙ୍ଖଳିତ ନୀତି, ଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା ହୋଇଛି। ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଆଉ ୮ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri