Posted inଜାତୀୟ

ଚର୍ଚ୍ଚରୁ ମିଳିଲା ଲଶ୍କର-ଇ-ତୋଏବାର ଧମକପୂର୍ଣ୍ଣ ଚିଠି: ପୋଲିସର ତଦନ୍ତ ଜାରି

ମୁମ୍ବାଇ,୩୦।୧୨: ମୁମ୍ବାଇର ବାନ୍ଦ୍ରାସ୍ଥିତ ମାଉଣ୍ଟ ମେରି ଚର୍ଚ୍ଚକୁ ଗୁରୁବାର ଏକ ଧମକପୂର୍ଣ୍ଣ ଇମେଲ ମିଳିଛି। ଏଥିରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ଆକ୍ରମଣ କରିବ ବୋଲି ଚେତାବନୀ ଦିଆଯାଇଛି। ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଆଇପିସି ଧାରା ୫୦୫ (୩) ଅନୁଯାୟୀ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରଥମ ଇମେଲ ପରେ ଆଉ ଏକ ଇମେଲ ମିଳିିଥିଲା। ଯେଉଁଥିରେ ପ୍ରଥମ ଧମକପୂର୍ଣ୍ଣ ଇମେଇ ପଠାଇଥିବା ଶିଶୁର ମା’ ବୋଲି ନିଜକୁ ଦାବି କରିଥିଲେ। ଏଥିସହ ଶିଶୁର ମା’ କ୍ଷମା ପ୍ରାର୍ଥନା କରିଛନ୍ତି ବୋଲି ପୋଲିସ କହିଛି। ତାଙ୍କ ଶିଶୁ ମାନସିକ ସ୍ତରରେ ଅସୁସ୍ଥ, ତେଣୁ ସେ ଏପରି ବାର୍ତ୍ତା ପଠାଇଛନ୍ତି ବୋଲି ମହିଳା ଜଣକ କହିଛନ୍ତି। ଅନ୍ୟପଟେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢିଲା ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ: ବ୍ଲୁ କର୍ନର୍‌ ନୋଟିସ ଜାରି

ନୂଆଦିଲ୍ଲୀ,୫।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌...

ରାମଲଲାଙ୍କ ଦର୍ଶନକୁ କରାଯାଉଥିଲା ବିରୋଧ, କଂଗ୍ରେସ ଛାଡିବାକୁ ଲେଖିଲେ ରାଧିକା

ନୂଆଦିଲ୍ଲୀ,୫।୫: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଗୋଟିଏ ପରେ ଗୋଟିଏ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲା। ବର୍ତ୍ତମାନ ଚାଲିଥିବା ନିର୍ବାଚନ ମଧ୍ୟରେ କଂଗ୍ରେସ ଆଉ...

ନୀତୀଶଙ୍କ ବଡ ଚେତାବନୀ, ବିହାରରେ ବଢିଲା ରାଜନୈତିକ ଉଷ୍ମତା

ପାଟନା,୫।୫: ବିହାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ନିରନ୍ତର ବୟାନ ବାଜି ଜାରି କରାଯାଉଛି।...

ମୋଦିଙ୍କ ଗୃହ ରାଜ୍ୟରେ ୩୫ ମୁସଲମାନ ପାର୍ଥୀ ଲଢୁଛନ୍ତି ନିର୍ବାଚନ, କଂଗ୍ରେସରୁ କେହି ନାହିଁ

ଗାନ୍ଧିନଗର,୫।୫: ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତ ହୋଇଛନ୍ତି। ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । କେତେକ ଜାତି ନାମରେ ଏବଂ...

ନିର୍ବାଚନ କମିଶନଙ୍କ ଅନନ୍ୟ ପଦକ୍ଷେପ, ୨୩ ଦେଶର ୭୫ ପ୍ରତିନିଧୀ ‘ଗଣତନ୍ତ୍ରର ମହାପର୍ବ’ ଦେଖିବାକୁ ଭାରତ ପହଞ୍ଚିଲେ

ନୂଆଦିଲ୍ଲୀ,୫।୫: ୨୩ଟି ଦେଶର ନିର୍ବାଚନ ପରିଚାଳନା ସଂସ୍ଥା ସହିତ ଜଡିତ ୭୫ ଜଣ ଆନ୍ତର୍ଜାତୀୟ ପ୍ରତିନିଧୀ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଦେଶ ‘ଲୋକ ସଭା ନିର୍ବାଚନ’ର...

କାନାଡା ପ୍ରଧାନମନ୍ତ୍ରୀଙ୍କୁ ଚେତାବାନୀ ଦେଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ/କଟକ,୫।୫: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜଷ୍ଟିନ ଟ୍ରୁଡୋଙ୍କ ନେତୃତ୍ୱାଧୀନ କାନାଡା ସରକାରଙ୍କୁ ସମାଲୋଚନା କରିଛନ୍ତି। ସଂଗଠିତ ଅପରାଧ ସହ ଜଡିତ ଲୋକଙ୍କୁ କାନାଡା...

ରାହୁଲଙ୍କୁ ପାକିସ୍ତାନ ନେତା ପ୍ରଶଂସା କରିବା ଚିନ୍ତାଜନକ, କଂଗ୍ରେସରୁ ସ୍ପଷ୍ଟିକରଣ ମାଗିଲେ ରାଜନାଥ

ନୂଆଦିଲ୍ଲୀଳ,୫।୫: ଯେତେବେଳେ ଜଣେ ପାକିସ୍ତାନୀ ନେତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ ସେତେବେଳେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରଶ୍ନ ଉଠାଇଥିଲେ।...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri