ଏବେ ଦୌଡିବ ବୁଲେଟ ଟ୍ରେନ୍ ନଜର ଆସିବେ ସୌଦି ମହିଳା, ପ୍ରଶିକ୍ଷଣ ପରେ ପ୍ରଥମ ବ୍ୟାଚ ପ୍ରସ୍ତୁତ

ରିୟାଦ,୩ ।୧: କ୍ରାଉନ ପ୍ରିନ୍ସ ମୋହମ୍ମ ବିନ ସଲମାନଙ୍କ ଭିଜନ-୨୦୩୦ ଅନୁଯାୟୀ, ମହିଳାମାନଙ୍କର ଆଉ ଏକ ସ୍ୱପ୍ନ ପୂରଣ ହେବାକୁ ଯାଉଛି । ଖୁବଶୀଘ୍ର ସୌଦି ମହିଳା ଚଳାଇବେ ବୁଲେଟ ଟ୍ରେନ୍ । ୪ ବର୍ଷ ପୂର୍ବରୁ ମହିଳାଙ୍କ ଡ୍ରାଇଭିଂ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଇଥିଲା ।
ସୌଦି ଆରବ ରେଳ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଥିବା ବେଳେ ଏକ ଭିଡିଓ ଜାରି କରାଯାଇଛି, ଯେଉଁଥିରେ ମହିଳା ବୁଲେଟ ଟ୍ରେନ୍ ଡ୍ରାଇଭର ନଜର ଆସିଛନ୍ତି । ମହିଳାମାନେ ପୁରୁଷ ସହଯୋଗୀଙ୍କ ସହ ନଜର ଆସିଛନ୍ତି । ପ୍ରଥମ ବ୍ୟାଚରେ ୩୨ ମହିଳାଙ୍କୁ ପ୍ରଶିକ୍ଷଣ ଦିଆ ସରିଛି । ଏମାନଙ୍କୁ ମକ୍କା ଓ ମଦିନା ମଧ୍ୟରେ ଚାଲୁଥିବା ବୁଲେଟ ଟ୍ରେନରେ ନିଯୁକ୍ତି ଦିଆଯାଇଛି । ସୌଦି ଆରବ ରେଲ ୱେଜ ପକ୍ଷରୁ ଏହି ଭିଡିଓ ନୂଆବର୍ଷ ୨୦୨୩ରେ ଜାରି କରାଯାଇଛି । ଏହି ଭିଡିଓରେ ଜଣେ ମହିଳା କହୁଥିବା ଦେଖାଯାଇଛି କି, ଆମେ ଏହି ପ୍ରୋଜେକ୍ଟର ଅଂଶ ହୋଇଥିବାରୁ ବହୁତ ଖୁସି ଲାଗୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୫: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର...

ସାରା ବିଶ୍ୱରୁ କରୋନା ଭ୍ୟାକ୍ସିନ ପ୍ରତ୍ୟାହାର କଲା ଆଷ୍ଟ୍ରାଜେନେକା

ଲଣ୍ଡନ,୮।୫: ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ଆଷ୍ଟ୍ରାଜେନେକା କରୋନା ଭ୍ୟାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ସାରା ବିଶ୍ୱରେ ଉତ୍ତେଜନା ପ୍ରକାଶ ପାଇବା ପରେ କମ୍ପାନୀ ଏହାର କରୋନା...

ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କ ଗଳାଚିପି ଦେଲେ ସ୍ବାମୀ: ଜାଣନ୍ତୁ ପଛରେ ରହିଛି କ’ଣ କାରଣ

ଓ୍ବାଶିଂଟନ,୮ା୫:ଆମେରିକାର ମିସୌରୀ ରାଜ୍ୟର କାନ୍‌ସାସ ସିଟିରେ ଜଣେ ୭୫ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମେଡିକାଲ ବିଲ୍‌ ପୈଠ କରି ନ ପାରି ହସ୍ପିଟାଲ ବେଡ୍‌ରେ...

୫ମ ଥର ରାଷ୍ଟ୍ରପତି ଭାବେ ଶପଥ ନେଲେ ପୁଟିନ୍‌

ମସ୍କୋ,୮ା୫:ଭ୍ଲାଡିମିର୍‌ ପୁଟିନ୍‌ ରେକର୍ଡ ୫ମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଚଳାଇବା ସହ ନିଜର ରାଜନୈତିକ...

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା।...

ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri