ଭାଇବୋହୂ ଆଣିଲେ ଦେଡ଼ଶୁରଙ୍କ ନାମରେ ଅଭିଯୋଗ

ବୁଗୁଡା,୩ା୧(ଡି.ଏନ.ଏ.)-ବୁଗୁଡ଼ା ଏନ୍‌ଏସି ଅନ୍ତର୍ଗତ ମୋଚିସାହିରେ ପାରିବାରିକ କଳହକୁ କେନ୍ଦ୍ରକରି ଭାଇବୋହୂ ରଶ୍ମିତା ବେହେରା ଦେଡ଼ଶୁର କାମ ବେହେରାଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଏ ନେଇ ବୁଗୁଡା ଥାନାରେ କେସ୍‌ ନଂ ୧/୨୩ରେ ମାମଲା ରୁଜୁ ହୋଇଥିବା ଆଇଆଇସି ଚିତ୍ତରଞ୍ଜନ ବେହେରା କହିଛନ୍ତି। ପ୍ରକାଶ ଯେ, ନୂଆବର୍ଷର ପ୍ରଥମ ଦିନରେ କାମ ଓ ତାଙ୍କର ସାନ ଭାଇ ଲିଚୁଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ଗଣ୍ଡଗୋଳ ଘଟିଥିଲା। ଏହି ଅବସରରେ ଲିଚୁଙ୍କ ପତ୍ନୀ ରଶ୍ମିତାଙ୍କୁ କାମ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିବା ନେଇ ଥାନାରେ ରଶ୍ମିତା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri