Posted inଜାତୀୟ

ସିଦ୍ଧରମୈୟାଙ୍କ ବିବାଦୀୟ ମନ୍ତବ୍ୟ: ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ କୁକୁର ଭଳି ଥରୁଛନ୍ତି ମୁଖ୍ୟମନ୍ତ୍ରୀ ବୋମ୍ମାଇ…

ବେଙ୍ଗାଲୁରୁ,୪।୧ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭାରେ ବିରୋଧୀ ଦଳର ନେତା ସିଦ୍ଧରମୈୟା ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ଏବଂ ଅନ୍ୟ ନେତାଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ କହିଛନ୍ତି। ସେ କହିଛନ୍ତି, ଏହି ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମୁଖରେ କୁକୁର ଭଳି ରହୁଛନ୍ତି। ସମସ୍ତେ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ଥରୁଛନ୍ତି। ସିଦ୍ଧରମୈୟାଙ୍କ ଏହି ମନ୍ତବ୍ୟ ନେଇ ଏବେ ରାଜ୍ୟରେ ରାଜନୀତି ସକ୍ରିୟ ହେବାରେ ଲାଗିଛି।

ଚଳିତ ବର୍ଷ କର୍ନାଟକରେ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଏବେ ରାଜ୍ୟରେ ବାକଯୁଦ୍ଧ ତୀବ୍ର ହେବାରେ ଲାଗିଛି। ସିଦ୍ଧରମୈୟା ଏହା ମଧ୍ୟ କହିଛନ୍ତି ଯେ ୧୫ତମ ବେତନ କମିଶନ କର୍ନାଟକକୁ ସ୍ବତନ୍ତ୍ର ଭତ୍ତା ଭାବରେ ୫,୪୯୫ କୋଟି ଟଙ୍କା ସୁପାରିଶ କରିଛନ୍ତି, କିନ୍ତୁ ଆମର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଟଙ୍କା ଦେଇ ନାହାଁନ୍ତି।

ଏହାପୂର୍ବରୁ ଜେଡିଏସ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ଶାହାଙ୍କୁ ନାଜି ପ୍ରଚାରକ ଜୋସେଫ ଗୋଏବେଲ୍ସଙ୍କ ସହ ତୁଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri