ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ ବ୍ଲକ ପ୍ରଶାସନଠୁ ଆରମ୍ଭ କରି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର ସକାଳୁ ଜଣେ ନାବାଳକଙ୍କ ଗୋଡ଼ହାତ ଅଲଗା…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯ ଡିଗ୍ରୀ ରହିଥିବାବେଳେ ଶୁକ୍ରବାର ୩୯ ଡିଗ୍ରୀ…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ ଦେଉଳକୁ ଫେରିଯିବେ ମା’ କାଳୀ ।…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ ବିରୋଧ କରିଆସୁଛନ୍ତି। ମାତ୍ର ଏହି ବିରୋଧକୁ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିକଟରେ ଫେରାଦ ହୋଇଛନ୍ତି।…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର ଇସଲାମାବାଦରେ ପହଞ୍ଚିଛନ୍ତି। ସେ ଆଜି ଅର୍ଥାତ୍‌ ଇରାନ ସହିତ ଆଲୋଚନାରେ କରୁଛନ୍ତି। ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ମହାନଦୀ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ ଯୁଦ୍ଧ ବିମାନ ଏବଂ ଡ୍ରୋନର ରାଡାର କ୍ରସ ସେକ୍ସନ (RCS) ବହୁତ କମ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି। ସକାଳ ୫ଟା ୩୭ରେ କାଲିଫର୍ନିଆର ସାନ ଡିଏଗୋ ଉପକୂଳରେ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ ଦଳଗୁଡିକ ଦୃଢ଼ ନିନ୍ଦା କରିଛନ୍ତି। ଶୁକ୍ରବାର ୪ଟି ବାମପନ୍ଥୀ ଦଳର ମିଳିତ ଟିମ୍‌…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ‘ଅଟଳ ବସ୍‌ଷ୍ଟାଣ୍ଡ’…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ ହେବାକୁ ଥିବା ଶାନ୍ତି ଆଲୋଚନା ଯଦି ବିଫଳ ହୁଏ, ତେବେ ଆମେରିକା ଇରାନ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି। ପ୍ରାୟ ୩୩ ଜଣ ଭକ୍ତ ଏଥିରେ ଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ ଭାବରେ କାର୍ଯ୍ୟ କରେ, ତଥାପି ସଂଘର୍ଷ ପରେ ମଧ୍ୟ, ଏହି ଅଞ୍ଚଳରେ ସାମୁଦ୍ରିକ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ ଭାରତ ଏହି ମଡେଲକୁ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ଭାରତ ବହୁତ ବଡ଼…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri