‘ପାକିସ୍ତାନରୁ ବନ୍ୟା କମିନାହିଁ ବରଂ ବିଶ୍ୱର ଧ୍ୟାନ କମିଛି’

ଇସଲାମାବାଦ,୭ା୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ କହିଛନ୍ତି, ଗତ ଗ୍ରୀଷ୍ମଋତୁରେ ଦେଶରେ ହୋଇଥିବା ଭୟଙ୍କର ବର୍ଷା ଓ ବନ୍ୟାରେ ୧୭୦୦ ଲୋକ ପ୍ରାଣ ହରାଇଛନ୍ତି। ସ୍ବିଜରଲାଣ୍ଡର ଆକାର ଏକ ବୃହତ ଅଞ୍ଚଳ ଜଳମଗ୍ନ ହୋଇ ୩୩ ନିୟୁତ ଲୋକ ପ୍ରଭାବିତ ହୋଇଥିଲେ। ଅଧିକାଂଶ ୟୁରୋପୀୟ ଦେଶରେ ବାସ କରୁଥିବା ଲୋକଙ୍କ ଅପେକ୍ଷା ଏହି ସଂଖ୍ୟା ବି ଅଧିକ।

ସେ ଏହା ମଧ୍ୟ କହିଛନ୍ତି, ପାକିସ୍ତାନରୁ ବନ୍ୟା କମିନାହିଁ ବରଂ ଏହା ଉପରୁ ସମଗ୍ର ବିଶ୍ୱର ଧ୍ୟାନ ହ୍ରାସ ପାଇଛି। ସିନ୍ଧ ଏବଂ ବାଲୁଚିସ୍ତାନ ପ୍ରଦେଶର ବଡ଼ ଅଂଶ ପାଣିରେ ଏବେ ବି ବୁଡ଼ିରହିଛି। ପାକିସ୍ତାନରେ ଖାଦ୍ୟ ଅଭାବରୁ ପୀଡ଼ିତ ଲୋକଙ୍କ ସଂଖ୍ୟା ଦ୍ୱିଗୁଣିତ ହୋଇ ୧୪ ନିୟୁତରେ ପହଞ୍ଚିଛି। ଏଥିସହିତ ଏହି ବନ୍ୟା ଯୋଗୁ ଆଉ ୯୦ ଲକ୍ଷ ଲୋକ ଦରିଦ୍ର ଆଡ଼କୁ ଗତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri