ଲିକେଜ ଗ୍ୟାସ ଟାଙ୍କି ଯୋଗାଣ

ବୁଗୁଡ଼ା,୧୦ା୧(ଡି.ଏନ.ଏ.): ବୁଗୁଡ଼ା ସହର ତଥା ଆଖପାଖ ଅଞ୍ଚଳର ଲୋକେ ରୋଷେଇ ଗ୍ୟାସ ପାଇଁ ବୁଗୁଡ଼ା ସହରରେ ଥିବା ଏକ ମାତ୍ର ଗ୍ୟାସ ଏଜେନ୍ସି କନକ ଦୁର୍ଗା ଇଣ୍ଡେନ ଗ୍ୟାସ ଉପରେ ନିର୍ଭର କରୁଥିବା ବେଳେ ଗ୍ରାହକମାନଙ୍କୁ ଯୋଗାଣ କରାଯାଉଥିବା ଅଧିକାଂଶ ଗ୍ୟାସ ଟାଙ୍କି ଲିକେଜ ଆସୁଥିବାରୁ ଗ୍ରାହକମାନେ ଅସନ୍ତୋଷ ଜାହିର କରିଛନ୍ତି। ରୋଷେଇ ଚାଲିଥିବା ବେଳେ ଯଦି ହଠାତ ଗ୍ୟାସ ସରିଯାଏ ସେତେବେଳେ ପାଖରେ ଥିବା ସିଲିଣ୍ଡର ସିଲ ଖୋଲି ଲଗାଇଲା ବେଳକୁ ଗ୍ୟାସ ଲିକ ଥିବା ଜଣାପଡୁଛି। ଫଳରେ ଅଧାରେ ରୋଷେଇ ବନ୍ଦ ହୋଇଯାଉଛି। ଏ ନେଇ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ପଚାରିଲେ ବାଲେଶ୍ୱର ପ୍ଲାଣ୍ଟରୁ ଯେମିତି ଟାଙ୍କି ଆସୁଛି ଆମେ ଦେଉଛୁ ବୋଲି ସଫେଇ ଦେଉଛନ୍ତି। କେବଳ ଲିକ ହାଣ୍ଡି ଯୋଗାଣ ନୁହେଁ, ଗ୍ରାହକ ମାନଙ୍କ ରେଗୁଲେଟର ଖରାପ ହେଲେ ପୁରୁଣା ରେଗୁଲେଟର ବଦଳରେ ଏକ ନୂଆ ରେଗୁଲେଟର ମାଗଣାରେ ଯୋଗାଇ ଦେବା ନିୟମ ଥିବା ବେଳେ ଏଥିପାଇଁ ସ୍ଥାନୀୟ ଗ୍ୟାସ ଏଜେନ୍ସି ଗ୍ରାହକଙ୍କ ଠାରୁ ୭୫ ଟଙ୍କା ଲେଖାଏଁ ଆଦାୟ କରୁଥିବା ଅଭିଯୋଗ ହେଉଛି। ଗ୍ୟାସ ଦେବା ବେଳେ ଓଜନ କରି ଦେବାକୁ ନିୟମ ଥିବା ବେଳେ ଓଜନ ନକରି ଗ୍ରାହକଙ୍କୁ ଗ୍ୟାସ ଟାଙ୍କି ଦିଆଯାଉଥିବାରୁ ଲୋକେ ଠକାମୀର ଶିକାର ହେଉଛନ୍ତି। ଏ ନେଇ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri