Posted inଫୁରସତ

କେବେ ଦେଖି ନ ଥିବେ ମୂଷାଙ୍କ ଏଭଳି ଲଢ଼େଇ, ତେଜରାତି ଦୋକାନରେ…

ଅନେକ ସମୟରେ ଘର ହେଉ ଅବା ଦୋକାନ, ସବୁଠାରେ ମୁଷାଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଥାଏ। ଏହାକୁ ନେଇ ଅନେକ ଚିନ୍ତାରେ ପଡ଼ିଥାନ୍ତି। ହେଲେ ଆପଣ ସେମାନଙ୍କ ମଧ୍ୟରେ ଲଢ଼େଇ କେବେ ବି ଦେଖି ନ ଥାଇ ପାରନ୍ତି। ଏବେ ସୋସିଆଲ ମିଡିଆରେ ସେଭଳି ଏକ ଭିିଡିଓ ଭାଇରାଲ ହେଉଛି, ଯେଉଁଥିରେ ସେମାନଙ୍କ ଲଢ଼େଇକୁ ମଜାଦାର ଢ଼ଙ୍ଗରେ ଦେଖାଯାଇଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ @HasnaZarooriHai ନାମକ ଆକାଉଣ୍ଟରୁ ଶେୟାର କରାଯାଇଛି। ତେଜରାତି ଦୋକାନରେ ଝଗଡ଼ା ବୋଲି ଏହାର କ୍ୟାପଶନରେ ଲେଖାଯାଇଛି।

ଭିଡିଓରେ ଆପଣ ଦେଖିପାରିବେ ଯେ ଦୋକାନର ଉପର ର଼୍ୟାକ୍‌ରେ ଦୁଇଟି ମୂଷା ନିଜ ନିଜ ଭିତରେ ଲଢ଼େଇ କରୁଛନ୍ତି। ଯେପରିକି ଦୁହେଁ ଦୁହିଁଙ୍କ ଜୀବନ ନେଇଯିବେ ସେଭଳି ଲାଗୁଛି। ତେବେ ୪୫ ସେକେଣ୍ଡର ଏହି ଭିଡିଓକୁ ଅନେକ ଲୋକ ପସନ୍ଦ କରିଥିବା ବେଳେ ପ୍ରତିକ୍ରିୟା ଦେଉଛନ୍ତି।

ଦେଖନ୍ତୁ ଭିଡିଓ:-


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri