Posted inଜାତୀୟ

ରାସ୍ତାକଡ଼ରେ ଚା’ ତିଆରି କଲେ ମହୁଆ ମୋଇତ୍ର, ଭିଡ଼ିଓ ଭାଇରାଲ…

କୋଲକାତା,୧୨।୧ : ତୃଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ର ତାଙ୍କର ଅନନ୍ୟ ଶୈଳୀ ପାଇଁ ଜଣାଶୁଣା। ଭାଜପାକୁ କଡ଼ା ସମାଲୋଚନା ଜାରି ରଖିଥିବା ମହୁଆ ପୁଣି ଥରେ ଭିନ୍ନ ଢ଼ଙ୍ଗରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ ବର୍ତ୍ତମାନ ଚା’ ତିଆରି କରୁଥିବାର ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓ ସହିତ ସେ ଲେଖିଛନ୍ତି ଚା’ ତିଆରି କରିବାକୁ ଏବେ ଚେଷ୍ଟା କରୁଛି, କିଏ ଜାଣେ ମୋତେ ଏହା କେଉଁଠିକୁ ନେଇଯିବ?’ ସୂଚନାଯୋଗ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପିଲାଦିନରେ ଚା’ ବିକ୍ରି କରୁଥିବାର କୁହାଯାଉଛି।

ସୋସିଆଲ ମିଡ଼ିଆରେ ଭାଇରାଲ ହେଉଥିବା ଏହି ଭିଡିଓଟି ମହୁଆଙ୍କର କୃଷ୍ଣାନଗର ଲୋକସଭା ନିର୍ବାଚନମଣ୍ଡଳୀରୁ ଆସିଛି। ଭିଡିଓରେ, ମହୁଆ କ ରାସ୍ତା କଡରେ ଥିବା ଚା’ ଷ୍ଟଲରେ ଅଛନ୍ତି ଏବଂ ଫୁଟୁଥିବା ଚା’ରେ ଚିନି ପକାଉଥିବାର ନଜର ଆସିଛନ୍ତି। ୟୁଜରମାନେ ଏହି ଭିଡିଓ ଉପରେ ମଜାଳିଆ ମନ୍ତବ୍ୟ ଦେଇଛନ୍ତି। ପୂର୍ବତନ ଭାଜପା ନେତା ତଥା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର କୁମାର ବୋଷ କହିଛନ୍ତି, ମୁଁ ନିଶ୍ଚିତ ଯେ ଏହା ଆପଣଙ୍କୁ କେଉଁଠିକୁ ନେଇଯିବ। ଅନ୍ୟ ଜଣେ ୟୁଜର ଲେଖିଛନ୍ତି ଦେଶ ପାଇଁ କେବଳ ଜଣେ ଚାୱାଲା ଯଥେଷ୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ, ଗିରଫ ହୋଇଥିବା ଯୁବକ ଯୋଗୀ ୟୁଥ ବ୍ରିଗେଡର ମେମ୍ବର

ଆଗ୍ରା,୩।୫: ଫତେହାବାଦର ସତୀ ମନ୍ଦିରରେ ଶୋଶିତ ସମାଜ ପାର୍ଟି ପ୍ରାର୍ଥୀ ହୋତମ ସିଂଙ୍କ ସମର୍ଥନ ସଭାରେ ପହଞ୍ଚିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ...

କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି।...

ଓ୍ବାୟନାଡ, ରାଏବରେଲି ଦୁଇଟି ଆସନରେ ଜିତିଲେବି ଫସିଯିବେ ରାହୁଲ! ଏନି ରାଜା କହିଲେ ଏହା ଅନ୍ୟାୟ ହେବ

ନୂଆଦିଲ୍ଲୀ,୩।୫: ଅନେକ ଦିନ ଅପେକ୍ଷା କରିବା ପରେ କଂଗ୍ରେସ ରାହୁଲ ଗାନ୍ଧୀଙ୍କୁ ରାଏବରେଲିରୁ ପ୍ରାର୍ଥୀ କରିଛି। ଗାନ୍ଧୀ ପରିବାରର ପାରମ୍ପାରିକ ଆସନ ହୋଇଥିବାରୁ ରାହୁଲଙ୍କୁ ଏହି...

ପ୍ରଧାନମନ୍ତ୍ରୀ ମୋଦି ବି ତ ପଳାୟନ କରିଛନ୍ତି: ଜବାବ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୩।୫:ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଏବରେଲିରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି, ଯାହାକି ୨୦୨୪ ଲୋକ ସଭା ନିର୍ବାଚନର ସବୁଠାରୁ ହଟ...

‘ନିର୍ବାଚନକୁ ଦୃଷ୍ଟିରେ ରଖି ଜାମିନ ବିଚାର କରାଯାଇପାରେ’, କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିଙ୍କୁ କହିଛନ୍ତି ଯେ ନିର୍ବାଚନ କାରଣରୁ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ...

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri