Odisha Elections 2024

ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ

ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍‌ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। ଭବାନୀପାଟଣା ଭିଜିଲାନ୍ସ ପକ୍ଷରୁ ଏକାକାଳୀନ ତାଙ୍କ ଅଫିସ ଓ ସରକାରୀ ବାସଭବନରେ ଚଢ଼ାଉ ଜାରିରହିଛି। ଏହି ଘଟଣା ପରେ ଶ୍ୟାମସୁନ୍ଦରଙ୍କୁ ଭିଜିଲାନ୍ସ ଅଫିସ ଆଣି ଅଧିକ ତଦନ୍ତ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି,...

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri