Posted inଜାତୀୟ

‘ଶରଦ ଭାଇ…ଏମିତି ବିଦାୟ ନେବାର ନ ଥିଲା’ ଭାବୁକ କଲା ଲାଲୁଙ୍କ ଟୁଇଟ ଭିଡିଓ

ନୂଆଦିଲ୍ଲୀ,୧୩ ।୧: ବରିଷ୍ଠ ସମାଜବାଦୀ ନେତା ଶରଦ ଯାଦବଙ୍କର ଗୁରୁବାର ରାତିରେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ୭୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରଲୋକ ଖବର ଝିଅ ସୁଭାଷିନି ଟୁଇଟ କରି ଜଣାଇଥିଲେ । ଜେଡିୟୁର ପୂର୍ବତନ ଅଧ୍ୟକ୍ଷ ଶରଦ ଯାଦବଙ୍କ ପରଲୋକ ଖବର ମିଳିବା ପରେ ବିହାରରେ ଶୋକର ଛାୟା ଖେଳି ଯାଇଛି । ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ଯେଉଁଥିରେ ସେ ଭାବୁକ ଦେଖାଯାଉଛନ୍ତି ।
ଆରଜେଡି ସୁପ୍ରିମୋ ଟୁଇଟରେ ଲେଖିଛନ୍ତି, ଏବେ ସିଙ୍ଗାପୁରରେ ରାତିରେ ଶରଦ ଯାଦବ ଭାଇଙ୍କ ମୃତ୍ୟୁ ଖବର ମିଳିଲା । ଖୁବ ଏକେଲା ବୋଧ କରୁଛି । ଆସିବା ପୂର୍ବରୁ ଆମେ ଭେଟ ହୋଇଥିଲୁ ଆଉ କେତେକଣ ଯୋଜନା କରିଥିଲୁ ସମାଜବାଦୀ ଓ ସାମାଜିକ ନ୍ୟାୟର ଧାରାର ସନ୍ଦର୍ଭରେ । ଶରଦ ଭାଇ ଏମିତି ବିଦାୟ ନେବାର ନ ଥିଲା, ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି । ଲାଲୁ କହିଛନ୍ତି ବଡ ଭାଇ ଶରଦ ଯାଦବଙ୍କ ମୃତ୍ୟୁ ଖବର ମୋତେ ବିଚଳିତ କରିଛି । ମୁଁ ଖୁବ ଦୁଃଖିତ ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri