Posted inଖେଳ

ବିଶ୍ୱକପ୍‌ରେ ଭାରତ

ହକି ବିଶ୍ୱକପରେ ଭାରତ ଥରେ ଚାମ୍ପିୟନ ହୋଇଛି। ମାଲେସିଆର କୁଆଲାମ୍ପୁରଠାରେ ଅନୁଷ୍ଠିତ ବିଶ୍ୱକପର ତୃତୀୟ ସଂସ୍କରଣରେ ଭାରତ ପିନ୍ଧିଥିଲା ବିଜୟ ମୁକୁଟ। ଏହା ବ୍ୟତୀତ ୧୯୭୩ ବିଶ୍ୱକପରେ ଭାରତ ରନରଅପ୍‌ ହୋଇଥିବାବେଳେ ୧୯୭୧ ପ୍ରଥମ ସଂସ୍କରଣରେ ତୃତୀୟ ସ୍ଥାନ ଅଧିକାର କରିଥିଲା। ମାତ୍ର ପରେ ଭାରତ ଆଉ ସେହି ସଫଳତା ଦୋହରାଇ ପାରିନାହିଁ। ୧୯୭୮ରୁ ୨୦୧୪ ପର୍ଯ୍ୟନ୍ତ ଦଳର ଅଭିଯାନ ଗ୍ରୁପ୍‌ ପର୍ଯ୍ୟାୟରୁ ହିଁ ଶେଷ ହୋଇଥିଲା। ରେକର୍ଡ ଅନୁସାରେ ଦଳ ୧୯୭୮ରେ ଷଷ୍ଠ, ୧୯୮୨ରେ ପଞ୍ଚମ, ୧୯୮୬ରେ ଦ୍ୱାଦଶ, ୧୯୯୦ରେ ଦଶମ, ୧୯୯୪ରେ ପଞ୍ଚମ, ୧୯୯୮ରେ ନବମ, ୨୦୦୨ରେ ଦଶମ, ୨୦୦୬ରେ ଏକାଦଶ, ୨୦୧୦ରେ ଅଷ୍ଟମ ଓ ୨୦୧୪ରେ ୯ମ ସ୍ଥାନରେ ରହିଥିଲା। ୨୦୧୮ରେ ଘରୋଇ ପରିବେଶରେ ଭୁବନେଶ୍ୱରରେ ଅନୁଷ୍ଠିତ ଟୁର୍ନାମେଣ୍ଟରେ ମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଭାରତ ଗ୍ରୁପ୍‌ ପର୍ଯ୍ୟାୟ ଅତିକ୍ରମ କରି କ୍ୱାର୍ଟର ଫାଇନାଲ ଖେଳିଥିଲା। ମାତ୍ର ସେଠାରେ ନେଦରଲାଣ୍ଡ୍ସଠାରୁ ହାରି ଷଷ୍ଠ ସ୍ଥାନରେ ସନ୍ତୁଷ୍ଟ ରହିଥିଲା। ଆଗାମୀ ବିଶ୍ୱକପରେ ଦଳ ପୂର୍ବ ସଂସ୍କରଣ ଅପେକ୍ଷା ଭଲ ପ୍ରଦର୍ଶନ କରିବ ବୋଲି ଓଡ଼ିଶାବାସୀ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri