ଲଣ୍ଡନର ଚର୍ଚ୍ଚ ବାହାରେ ଗୁଳିକାଣ୍ଡ, ୬ ଆହତ, ୭ ବର୍ଷର ଝିଅ ଗୁରୁତର

ଲଣ୍ଡନ,୧୫ ।୧: ଲଣ୍ଡନର ଏକ ଚର୍ଚ୍ଚ ନିକଟରେ ଶନିବାର ହୋଇଥିବା ଗୁଳିକାଣ୍ଡରେ ଆହତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଏହାର ସୂଚନା ଲଣ୍ଡନର ମେଟ୍ରୋପଲିଟାନ ପୋଲିସ ପକ୍ଷରୁ ଦିଆଯାଇଛି । ପୋଲିସ ଏକ ବୟାନରେ କହିଛି, ଫିନିକ୍ସ ରୋଡ, ଏନଡବ୍ଲୁ ୧ରେ ଦ୍ୱିପ୍ରହର ସମୟରେ ଗୁଳିକାଣ୍ଡ ହୋଇଥିଲା ଯେଉଁଥିରେ ୬ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଜଣେ ୭ ବର୍ଷର ବାଳିକା ରହିଛନ୍ତି, ଯେକି ଗୁରୁତର ରହିଛନ୍ତି । ପୋଲିସ କହିଛି ଆହତଙ୍କ ମଧ୍ୟରେ ୩ ମହିଳା ରହିଛନ୍ତି । ପ୍ରାଥମିକ ସୂଚନା ଅନୁସାରେ ଅନ୍ତିମ ସଂସ୍କାର ବେଳେ ଏହି ଗୁଳିକାଣ୍ଡ ହୋଇଛି । ଚର୍ଚ୍ଚ ନିକଟରେ ଏକଚଳନ୍ତା ଗାଡିରୁ ଗୁଳି ଚଳାଯାଇଥିଲା । ଏବେ ପର୍ଯ୍ୟନ୍ତ ଏହି ଘଟଣାରେ କେହି ଗିରଫ ହୋଇ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri