ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର ବ୍ଲକ୍‌ ପିତାମହଲ ପଞ୍ଚାୟତ ଅନ୍ତର୍ଗତ ଦିଶାରୀଗୁଡା…

ଭାରତ-ନାମିବିଆ ମ୍ୟାଚ ପୂର୍ବରୁ ବଡ଼ ଅପଡେଟ, ଟିମ ଇଣ୍ଡିଆର ପ୍ଲେଇଂ XIରେ ହେବ ଏହି ପରିବର୍ତ୍ତନ

ନୂଆଦିଲ୍ଲୀ,୯।୨: ଭାରତ ୨୦୨୬ ଟି୨୦ ବିଶ୍ୱକପରେ ବିଜୟ ସହିତ ଖାତା ଖୋଲିଥିଲା। ତଥାପି, ପ୍ରଥମ ମ୍ୟାଚ ଏହା ମଧ୍ୟ ଦେଖାଇଥିଲା ଯେ ଦଳକୁ ଏବେ ମଧ୍ୟ କିଛି ଜିନିଷ ଉପରେ କାମ କରିବାକୁ ପଡିବ।…

ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ…

IND vs PAK ମ୍ୟାଚ ବୟକଟ ଶେଷ କରିବାକୁ ICC ସାମ୍ନାରେ ୩ଟି ବଡ଼ ଦାବି ରଖିଲା ପାକିସ୍ତାନ, ଏହାକୁ ମାନିବ କି ଭାରତ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ 2026 ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଉପରେ କଳାବାଦଲ ଘୋଡ଼ାଇ ହୋଇ ରହିଛି। ପାକିସ୍ତାନ ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଦେଇଛି। ତଥାପି,…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର ମନୁ ସାହୁଙ୍କ ମା’ତାରାତାରିଣୀ ମିଠା ଦୋକାନରେ…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରବିବାର ଅପରାହ୍ନରେ ଗାଁରେ ମୃତଦେହ…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା ଦୁଃସ୍ବପ୍ନ ପାଲଟିଗଲେ କଥା ସରିଲା। ମେଳା ଭିତରେ ଭଳିକିଭଳି ଦୋଳି ପିଲା ସହ…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଟାକାଇଚିଙ୍କ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରବିବାର ଅଭିଯୋଗ କରିଛନ୍ତି। ଉକ୍ତ ଦମ୍ପତି ଓ ପାକିସ୍ତାନୀ ନାଗରିକ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍‌ରେ ଥିବା ବସ୍ତୁର ଫଟୋ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି। ବିଶେଷ କରି ଜନସଂଖ୍ୟା ସନ୍ତୁଳନ ରକ୍ଷା ପାଇଁ ସେ ‘୩ ସନ୍ତାନ’ ନୀତି…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ ନିଜ ପରିବାରର ଦୁଃଖ ଜଣାଇ ମା’ଙ୍କ ନିକଟକୁ ଲେଖିଥିବା ଏହି ଭାବପୂର୍ଣ୍ଣ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ ଦିଆଯାଇଛି ବୋଲି ସଫେଇ ଦେଇଛନ୍ତି । ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆଜି ଏମକେସିଜି…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନା ସମୟରେ, ଦୁଇ ଦେଶ ସାଂସ୍କୃତିକ, ଅର୍ଥନୈତିକ ଏବଂ ରଣନୈତିକ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଏକାଠି କାମ କରିବେ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri