ଅଶାନ୍ତ ଆମେରିକା: ୬ ମାସର ଶିଶୁ, ମାଆ ସମେତ ୬ ଜଣଙ୍କୁ ହତ୍ୟା

କାଲିଫର୍ନିଆ,୧୭ ।୧: ତୁଲରେ କାଉଣ୍ଟିର ମାଇକ ବୋଡ୍ରେକ୍ସ ସୋମବାର କହିଛନ୍ତି ଆମେରିକା କାଲିଫର୍ନିଆ ରାଜ୍ୟର ଗୋଶେନରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ଜଣେ ଶିଶୁ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଗୁଳିକାଣ୍ଡ ସୋମବାର ସକାଳେ ମଧ୍ୟ କାଲିଫର୍ନିଆର ଏକ ଘରେ ହୋଇଥିବା ବେଳେ ଅଧିକାରୀମାନେ ଅତିକମରେ ୨ ଜଣଙ୍କୁ ଖୋଜୁଛନ୍ତି । ଶେରିଫ କହିଛନ୍ତି, ଏହି ଘଟଣାରେ ମୋଟ ୬ ଜଣ ପିଡ଼ିତ ରହିଛନ୍ତି । ଏହାର ଏକ ଭିଡିଓ ତୁଲାରେ କାଉଣ୍ଟି ଶେରିଫ କାର୍ଯ୍ୟାଳୟ(ଟିସିଏସଓ)ର ଫେସବୁକ ପେଜରେ ପୋଷ୍ଟ କରାଯାଇଛି । ସେ କହିଛନ୍ତି ମୃତକଙ୍କ ମଧ୍ୟରେ ଜଣେ ୧୭ ବର୍ଷିୟା ମା’ ଓ ତାଙ୍କର ୬ ମାସର ଶିଶୁ ରହିଛନ୍ତି ।
ଏହି ଘଟଣାରେ ଗୋଟିଏ ଗ୍ରୁପ ସମ୍ପୃକ୍ତ ଥିବା ଯାଞ୍ଚକର୍ତ୍ତାମାନେ ଅନୁମାନ କରିଛନ୍ତି । ଟିସିଏସଓର ଫେସବୁକ ପୋଷ୍ଟ ଅନୁଯାୟୀ, ଯାଞ୍ଚକର୍ତ୍ତା ଅନୁମାନ କରୁଛନ୍ତି ଏହି ଘଟଣାରେ ଅତିକମରେ ୨ ଜଣ ସମ୍ପୃକ୍ତ ରହିଛନ୍ତି । ଅନୁମାନ କରାଯାଉଛି କି ଏହି ପରିବାରକୁ ଟାର୍ଗେଟ କରାଯାଇ ଗୁଳିକାଣ୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri