ଚିହ୍ନଟ ହେଲେ ୯.୫୯ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର,୧୭ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୯.୫୯ ଲକ୍ଷ ହିତାଧିକାରୀ ପକ୍କାଘର ପାଇବା ନେଇ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୦ ଜିଲାରୁ ୮ଲକ୍ଷ ୧୭ ହଜାର ହିତାଧିକାରୀ ରହିଛନ୍ତି। ବାକି ୧ ଲକ୍ଷ ୪୨ ହଜାର ଫନି କ୍ଷତିଗ୍ରସ୍ତ ୧୪ ଜିଲାର ହିତାଧିକାରୀଙ୍କୁ ପ୍ରଦାନ କରାଯିବ। ସେମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ବତନ୍ତ୍ର ଭାବେ ସାମିଲ କରାଯାଇଛି।
ରାଜ୍ୟ ସରକାର ଚଳିତ ବର୍ଷ ୧୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଆବାସ ଘର ଯୋଗାଇବାକୁ ଟାର୍ଗେଟ ରଖିଛନ୍ତି। ହିତାଧିକାରୀଙ୍କ ତାଲିକା ପଞ୍ଚାୟତ ଅଫିସ, ଗାଁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ସମେତ ଅନ୍ୟ ପ୍ରମୁଖ ସ୍ଥାନରେ ପ୍ରଦର୍ଶିତ କରାଯାଇଛି। ଏହାକୁ ନେଇ ଆପତ୍ତି ଉଠାଇବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏଥିରେ ଯଦି କେହି ଅଯୋଗ୍ୟ ହିତାଧିକାରୀ ଥିବା ନେଇ କାହାର ଅଭିଯୋଗ ଥିବ ତେବେ ଜାନୁୟାରୀ ୨୪ ସୁଦ୍ଧା ବିଧିବଦ୍ଧ ଭାବେ ଅଭିଯୋଗ କରିପାରିବେ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ କୁହାଯାଇଛି। ପିଇଓ କିମ୍ବା ଜିଆରଏସ୍‌ ସମେତ ବ୍ଲକର ୨ ଜଣ କର୍ମଚାରୀଙ୍କ ଦ୍ବାରା ତଦନ୍ତ କରାଯାଇ ସମ୍ଭାବ୍ୟ ତାଲିକାରୁ ଅଯୋଗ୍ୟ ପରିବାରଙ୍କ ନାଁ କାଟି ସମସ୍ତ ଯୋଗ୍ୟ ପରିବାରଙ୍କ ତାଲିକା ଗ୍ରାମସଭାର ଅନୁମୋଦନ ପାଇଁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri