Posted inଜାତୀୟ

ଜମ୍ମୁ କଶ୍ମୀର ନିର୍ବାଚନକୁ ବିଳମ୍ବ କରାଉଛି ଭାଜପା: ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୧୯।୧: ତ୍ରିପୁରା, ମେଘାଳୟ ଓ ମିଜୋରାମ ବିଧାନସଭା ନିର୍ବାଚନ ଲାଗି ବୁଧବାର ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ମାତ୍ର ଜମ୍ମୁ କଶ୍ମୀରରେ ୨୦୧୮ରୁ ନିର୍ବାଚିତ ସରକାର ନଥିବା ବେଳେ ଏଠାରେ ନିର୍ବାଚନ କରାଇବା ଲାଗି ଭାରତର ନିର୍ବାଚନ କମିଶନ ନୁହେଁ ଭାଜପା ବିଳମ୍ବ କରାଉଛି ବୋଲି ଅଭିଯୋଗ କରିଛନ୍ତି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା।

ସେ କହିଛନ୍ତି, ୨୦୧୮ ମସିହାରେ ମିଳିତ ସରକାରରୁ ଭାଜପା ଓହରିଯିବା ପରେ ଜମ୍ମୁ କଶ୍ମୀର ବିଧାନସଭା ଭଙ୍ଗ ଲାଗି ତତ୍‌କାଳୀନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ନିର୍ଦ୍ଦେଶ ଦେଇଥିଲେ। ସେବେଠାରୁ ଏଠାରେ ଆଉ ନିର୍ବାଚିତ ସରକାର ନାହାନ୍ତି। ଅଗଷ୍ଟ ୫,୨୦୧୯ରେ ଧାରା ୩୭୦ ଉଚ୍ଛେଦ ବେଳେ ଭାଜପା ପକ୍ଷରୁ ସର୍ବସମକ୍ଷରେ କୁହାଯାଇଥିଲା ଜମ୍ମୁ କଶ୍ମୀରରେ ଆତଙ୍କବାଦ ଶେଷ ହୋଇଛି ଏବଂ ରାଜ୍ୟର ପରିସ୍ଥିତି ସାଧାରଣ ଅବସ୍ଥାକୁ ଆସଲାଣି। ତେବେ ବର୍ତ୍ତମାନ ଅବସ୍ଥା ସୁଧୁରିଥିବାବେଳେ ଏଠାରେ ନିର୍ବାଚନ କରାଇବାରେ କାହିଁକି ବିଳମ୍ବ କରାଯାଉଛି ବୋଲି ଓମାର ପ୍ରଶ୍ନ କରିଛନ୍ତି। ଭାଜପା ଏଠାରେ ନିର୍ବାଚନକୁ ନେଇ ଭୟ କରୁଛି, କେବଳ ସୁରକ୍ଷା ପ୍ରସଙ୍ଗର ଦ୍ୱାହି ଦେଉଛି ବୋଲି ଓମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri