ଓର୍‌ସାକ୍‌କୁ ଗୋଲ୍ଡ ସ୍କଚ୍‌ ଆଓ୍ବାର୍ଡ

ଭୁବନେଶ୍ୱର, ୨୦।୧(ବ୍ୟୁରୋ):ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓର୍‌ସାକ୍‌) ଚଳିତ ବର୍ଷ ନିମନ୍ତେ ସମ୍ମାନଜନକ ଗୋଲ୍ଡ ସ୍କଚ୍‌ ଆୱାର୍ଡ ପାଇବାକୁ ମନୋନୀତ ହୋଇଛି। ଏହି ପୁରସ୍କାର ଦୁଇଟି କ୍ଷେତ୍ର ପାଇଁ ମିଳିଛି। ବିନା ଜମିରେ ଚାଷ କରୁଥିବା ନକଲି ଚାଷୀଙ୍କୁ ସାଟେଲାଇଟ ଜିଆଇଏସ୍‌ ଜରିଆରେ ଧରିବା ଏବଂ ଠିକ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାରେ ଓର୍‌ସାକ୍‌ ବେଶ୍‌ ସଫଳ ହୋଇଛି। ଏଥିପାଇଁ ଏହି ସଂସ୍ଥା ଦେଶରେ ଖୁବ ସୁନାମ ଅର୍ଜନ କରିଛି। ରାଜ୍ୟରେ ପ୍ରତି ଗ୍ରାମରେ ଧାନ ଫସଲ ଥିବା ପ୍ଲଟ ଭିତ୍ତିକ କ୍ଷେତ୍ରଗୁଡ଼ିକର ବିଶ୍ଳେଷଣ ନିମନ୍ତେ ଓଡ଼ିଶା ସରକାରଙ୍କ ତରଫରୁ ଏହି ଗୋଲ୍ଡ ଇ-ପ୍ରଶାସନ ସ୍କଚ୍‌ ପୁରସ୍କାର ମିଳିଛି। ଏହି ଅଭିନବ ପ୍ରକଳ୍ପ ଦେଶରେ ପ୍ରଥମ ଥର ଲାଗି ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି। ଯେଉଁ କୃଷକମାନେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ପ୍ରଣାଳୀର ପ୍ୟାଡି ପ୍ରୋକ୍ୟୁରମେଣ୍ଟ ଅଟୋମେଶନ୍‌ ସିଷ୍ଟମ୍‌ ବା ପି-ପାସ୍‌ ମାଧ୍ୟମରେ ପଞ୍ଜୀକୃତ ହୋଇଛନ୍ତି, ସେମାନଙ୍କଠାରୁ ଧାନ କ୍ରୟ କରାଯାଇଛି। ଏଥିଯୋଗୁ ଓଡ଼ିଶା ସରକାର ୧,୫୦୦ କୋଟିରୁ ଅଧିକ ଟଙ୍କା ସଞ୍ଚୟ କରିଛନ୍ତି। ଏହି ସଫଳତା ଲାଗି ସମସ୍ତ ହିତାଧିକାରୀଙ୍କୁ ଓରସାକ୍‌ ସିଇଓ ପ୍ରଫୁଲ୍ଲ କୁମାର ମଲ୍ଲିକ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri