ଓଲଟିଲା ଯାତ୍ରୀବାହୀ ବସ୍‌: ୨ ମୃତ, ୫ରୁ ଊର୍ଦ୍ଧ୍ୱ ଆହତ

ପାତ୍ରପୁର,୨୦।୧(ଡି.ଏନ୍‌.ଏ.): ଯାତ୍ରୀବାହୀ ମିନି ବସ୍‌ ଓଲଟି ୨ ମୃତ ଓ ୫ରୁ ଅଧିକ ଆହତ ହୋଇଛନ୍ତି। ଏଭଳି ଅଘଟଣ ଘଟିଛି ଗଞ୍ଜାମ ଜିଲା ସୀମାନ୍ତ କାନକଟା ଘାଟିରେ । ଆହତ ବ୍ୟକ୍ତିମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ସରସ୍ବତୀ ଶବର ଓ ସୁମତି ରଇତା। ବସ୍‌ଟି ରାୟଗଡରୁ ବୁରାତାଲ ଫେରିବା ବେଳେ ଝଗଡ଼ାପଲ୍ଲୀ ପାଖରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଘଟଣାସ୍ଥଳରେ ଖରିଆଗୁଡ଼ା ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri