Posted inଖେଳ

ବ୍ରିଜ ଭୂଷଣଙ୍କ ଉପରେ ଲାଗିଥିବା ଅଭିଯୋଗର ଯାଞ୍ଚ କରିବ ୭ ଜଣିଆ କମିଟି

ନୂଆଦିଲ୍ଲୀ,୨୦।୧: ରେସଲିଂ ଫେଡେରେଶନ୍‌ ଏବଂ ରେସଲରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ) ଏକ ବଡ଼ ନିଷ୍ପତ୍ତି ନେଇଛି। ଡବ୍ଲୁଏଫ୍‌ଆଇ ମୁଖ୍ୟ ବ୍ରିଜ ଭୂଷଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗର ଯାଞ୍ଚ କରିବାକୁ ଏକ ୭ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିର ସଦସ୍ୟଙ୍କ ମଧ୍ୟରେ ମ୍ୟାରି କମ୍‌, ଡୋଲା ବାନାର୍ଜୀ, ଅଳକାନନ୍ଦା ଅଶୋକ, ଯୋଗେଶ୍ୱର ଦତ୍ତ, ସହଦେବ ଯାଦବ ଏବଂ ୨ ଓକିଲଙ୍କ ନାମ ଅନ୍ତର୍ଭୁକ୍ତ ରହିଛି।

ତିନି ଦିନ ଧରି ରେସଲରମାନେ ଦିଲ୍ଲୀର ଜନ୍ତରମନ୍ତରରେ ଧାରଣାରେ ବସିଛନ୍ତି। ଏହାକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଶୁକ୍ରବାର ଆଇଓଏ ଏକ ବୈଠକ ଡାକିଥିଲା। ଏହା ଏକ ଗମ୍ଭୀର ମାମଲା ଥିବାରୁ ଯାଞ୍ଚ କରାଯାଉଛି। ସମସ୍ତ ପକ୍ଷଙ୍କୁ ଆମେ ଡାକିବୁ। ଆଇଓଏ ସଦସ୍ୟ ସହଦେବ ମଧ୍ୟ କମିଟିରେ ଅଛନ୍ତି। ଯାଞ୍ଚକୁ ନେଇ କୌଣସି ସମୟସୀମା ନିର୍ଦ୍ଧାରିତ କରାଯାଇନାହିଁ ବୋଲି ଆଇଓଏ କହିଛି।

ପୂର୍ବରୁୁ ଖେଳ ମନ୍ତ୍ରଣାଳୟ କୁସ୍ତି ମହାସଂଘ ଏବଂ ଅଧ୍ୟକ୍ଷଙ୍କୁ ୭୨ ଘଣ୍ଟା ମଧ୍ୟରେ ସ୍ପଷ୍ଟିକରଣ ଦେବାକୁ ଆଦେଶ ଦେଇଥିଲେ। ତଦନୁଯାୟୀ ବ୍ରିଜ ଭୂଷଣଙ୍କ ପକ୍ଷରୁ ଜବାବ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri