ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗ୍ରାଣ୍ଟ-ଇନ୍‌-ଏଡ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍‌-ଏଡ୍‌ ବଢ଼ିବା ସହ ପିଛିଲା ଭାବେ ୨୦୨୨ ଜାନୁୟାରୀ ପହିଲାରୁ ଏହା ଲାଗୁ ହେବ। ଏହା ଦ୍ୱାରା ରାଜ୍ୟର ୧୫,୭୭୧ ଜଣ ଶିକ୍ଷକ ଓ କର୍ମଚାରୀ ଉପକୃତ ହେବେ। ବର୍ଦ୍ଧିତ ଦରମା ପାଇଁ ସରକାର ବାର୍ଷିକ ୨୯୦ କୋଟି ଟଙ୍କା ବ୍ୟୟ କରିବେ।

ସେହିପରି ୨ଟି ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ଅନୁମୋଦନ ମିଳିଥିବା ବେଳେ ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନରେ କ୍ୟାବିନେଟ ମୋହର ବାଜିଛି। ମୋଟ୍‌ ୧୨ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ୫ ବର୍ଷରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର

ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର...

ବାଲେଶ୍ୱର ଦେଶର ସବୁଠୁ ପ୍ରଦୂଷିତ ସହର: ଓଡ଼ିଶାର ୩ ସହରର ବାୟୁ ଗୁଣବତ୍ତା ଅତି ଖରାପ

ଭୁବନେଶ୍ୱର,୨୬।୧୨: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ଦ୍ୱାରା ପ୍ରକାଶିତ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅନୁସାରେ ଓଡ଼ିଶାର ତିନୋଟି ସହରାଞ୍ଚଳର ବାୟୁକୁ ‘ଅତି ଖରାପ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri