ସୋମାଲିଆର ଆତଙ୍କବାଦି ଶିବିର ଉପରେ ଆମେରିକାର ବିମାନ ଆକ୍ରମଣ, ଅଲ ଶବାବର ୩୦ ସଦସ୍ୟ ନିହତ

ମୋଗାଦିସୁ,୨୨ ।୧: ଆମେରିକା ସେନା ଶୁକ୍ରବାର ୨୦ ଜାନୁୟାରୀରେ ସୋମାଲି ସହର ଉପରେ ବଡଧରଣର ଆକ୍ରମଣ କରିଛନ୍ତି । ଏଥିରେ ଅଲ ଶବାବର ୩୦ ସଦସ୍ୟଙ୍କ ମୃତ୍ୟୁ ହୋଇଛି । ଏଠାରେ ସୋମାଲିଆ ସେନା ଓ ଅଲ ଶବାବର ଯୋଦ୍ଧାଙ୍କ ମଧ୍ୟରେ ଲଢେଇ ଚାଲିଛି । ଆମେରିକା ସେନର ଏହି ଆକ୍ରମଣ ସୋମଲିଆର ରାଜଧାନି ମୋଗାଦିସୁରୁ ୨୬୦ କିଲୋମିଟର ଉତ୍ତର-ପୂର୍ବରେ ଗଲକାଣ୍ଡ ନିକଟରେ ହୋଇଛି । ୟୁଏସ ଆଫ୍ରିକା କମାଣ୍ଡଙ୍କ ସୂଚନା ଅନୁଯାୟୀ, ଏହି ଆକ୍ରମଣରେ କୌଣସି ଜଣେ ହେଲେ ନାଗରିକଙ୍କ ମୃତ୍ୟୁ ହୋଇନାହିଁ ଅବା ଆହତ ହୋଇନାହାନ୍ତି । ଜଣେ ପ୍ରତିରକ୍ଷା ଅଧିକାରୀଙ୍କ ସୂଚନା ଅନୁଯାୟୀ, ବିମାନ ଆକ୍ରମଣ ସମୟରେ ତଳେ ଆମେରିକା ସେନା ଉପସ୍ଥିତ ନ ଥିଲେ ।
ସୂଚନାଯୋଗ୍ୟ, ୨୦୨୨ରେ ରାଷ୍ଟ୍ରପତି ଜୋ ବାଇଡେନ ଆତଙ୍କବାଦୀ ସଙ୍ଗଠନର ମୁକାବିଲା କରିବାକୁ ଚେଷ୍ଟା କରି ଆମେରିକା ସେନାଙ୍କୁ ପୁଣିଥରେ ମୁତୟନ କରିବା ଲାଗି ପେଣ୍ଟାଗନର ଅନୁରୋଧକୁ ମଞ୍ଜୁରୀ ଦେଇଥିଲେ । ଏହାପରେ ଆମେରିକ ସୋମାଲି ସରକାରଙ୍କୁ ନିରନ୍ତର ସମର୍ଥନ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri