ଖେଳକୁଦ ପ୍ରତିଯୋଗିତା ଉଦ୍‌ଯାପିତ: ଭାଗନେଲେ ୨୨୫ ଛାତ୍ରୀଛାତ୍ର

ବଡବିଲ,୨୨।୧୦(ସ୍ବପ୍ର): କେନ୍ଦୁଝର ଜିଲା ବଡ଼ବିଲଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ସମ୍ଭାଗସ୍ତରୀୟ ୨ ଦିନିଆ ଖେଳକୁଦ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ କେନ୍ଦୁଝର ଜିଲା ବଡବିଲଠାରେ ଅନୁଷ୍ଠିତ ଏହି ଖେଳକୁଦ ପ୍ରତିଯୋଗିତାରେ କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲା ସରସ୍ବତୀ ଶିଶୁମନ୍ଦିର ୧୨ଟି ସଂକୁଳରୁ ୨୨୫ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଦୌଡ଼, ଲମ୍ବ ଡିଆଁ ଏବଂ ଉଚ୍ଚ ଡିଆଁରେ ଆଦି ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରି ବରିଷ୍ଠ ବିଭାଗର ବାଳିକା ଓ ବାଳକ ବର୍ଗରେ ଯଥାକ୍ରମେ ଲକ୍ଷ୍ମୀପ୍ରିୟା ଗିରି ଓ ଦଶରଥ ସୋରେନ ପ୍ରଥମ ସ୍ଥାନ ହାସଲ କରି ଚାମ୍ପିୟନ ହୋଇଥିଲେ। ସେହିପରି କନିଷ୍ଠ ବିଭାଗରେ ଦିପ୍ତିମୟୀ ମାଝୀ ଓ ସୂର୍ଯ୍ୟ ହେମ୍ବ୍ରମ ପ୍ରଥମ ସ୍ଥାନ ହାସଲ କରି ଚାମ୍ପିୟନ ବିବେଚିତ ହୋଇଥିଲେ। ଉଦ୍‌ଯାପନୀ ଉତ୍ସବରେ ସମସ୍ତ ଚାମ୍ପିୟନ ଓ ଉତ୍ତମ ଖେଳ ପ୍ରଦର୍ଶନ କରିଥିବା ଖେଳାଳିମାନଙ୍କୁ ପୁରସ୍କୃତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri