ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଏହାକୁ ଏକ ପ୍ରମୁଖ ରଣନୈତିକ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ ମୁଖ୍ୟ ଅଂଶ ଭାବରେ ବିବେଚନା କରାଯାଉଥିବା…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ କରିବା ସହିତ କେତେକ ଜୀବନ ନେଇଛନ୍ତି।…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ ବେଡା ଶାଳ ନିକଟ ପଡ଼ିଆରେ ଶୁକ୍ରବାର…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ ଚାନ୍ଦନୀ ଚୌକର ଭାଜପା ଏମପି ପ୍ରବୀଣ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା ହ୍ରାସ କରୁଛି। ପ୍ରକୃତରେ, ରେଳବାଇ ଏହି…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ପାଇଁ ସମ୍ପୂର୍ଣ୍ଣ…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା ପାଇବା ପୂର୍ବରୁ ନିଜର e-KYC ଏବଂ ବ୍ୟାଙ୍କ ସ୍ଥିତି ଯାଞ୍ଚ କରିନେବା ଜରୁରୀ।…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ ଏବେ ୪୩.୭ ପ୍ରତିଶତରେ ପହଞ୍ଚିଛି। ଗତ କିଛି ବର୍ଷ ମଧ୍ୟରେ ରାଜ୍ୟର ଖଣିଜ…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି ରକ୍ତାକ୍ତ ସଂଘର୍ଷ ସାରା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ ‘ତୃତୀୟ ଲିଙ୍ଗ’ ବିକଳ୍ପକୁ ସାମିଲ କରାଯାଇଛି। ଏ ସମ୍ପର୍କରେ OPSC ପକ୍ଷରୁ ଏକ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି। ଏହି ସମୟରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର ଅପବ୍ୟବହାର କରିଥିବା ସନ୍ଦେହରେ ବ୍ରିଟିଶ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଉଲ୍ଲେଖଯୋଗ୍ୟ ଯେ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri