Posted inଜାତୀୟ

କାର୍‌-ଟ୍ରକ୍‌ ମୁହାଁମୁହିଁ: ଦୁର୍ଘଟଣାରେ ଚାଲିଗଲା ୫ଇସ୍ରୋ କର୍ମଚାରୀଙ୍କ ଜୀବନ

ଥିରୁଭାନ୍ତମପୁରମ୍‌,୨୩।୧: କେରଳରେ ଅଲପ୍ପୁଜାରେ ରବିବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଇସ୍ରୋର ୫ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ରବିବାର ବିଳମ୍ବିତ ରାତିରେ ଇସ୍ରୋର ୫ଜଣ କର୍ମଚାରୀ ଏକ କାର୍‌ରେ ଥିରୁଭାନ୍ତମପୁରମ ଯାଉଥିବା ବେଳେ ଜାତୀୟ ରାଜପଥରେ ସାମ୍ନାରୁ ଆସୁଥିବା ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣଙ୍କର ହସ୍ପିଟାଲରେ ଚିକିତ୍ସା ସମୟରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ଏତେ ବଡ଼ ଥିଲା ଯେ କାର୍‌ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ତେବେ ମୃତକଙ୍କ ପରିଚୟ ପ୍ରସାଦ, ଶିଜୁ, ଅମଲ, ସଚିନ ଓ ସୁମୋଦ ରୂପେ ମିଳିଛି। ଏମାନେ ଥିରୁଭାନ୍ତମପୁରମର ଇସ୍ରୋ କ୍ୟାଣ୍ଟିନରେ କାର୍ଯ୍ୟ କରୁଥିଲେ ବୋଲି ଅମ୍ବାଲାପ୍ପୁଝା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri