Posted inଜାତୀୟ

ମହାରାଷ୍ଟ୍ରରେ କରୋନା ମହାମାରୀ ସମୟରେ ପାରୋଲରେ ଯାଇଥିବା ୪୫୧ କଏଦୀଙ୍କର ମିଳୁନାହିଁ ପତ୍ତା

ମୁମ୍ବାଇ,୨୪ ।୧: କରୋନା ସମୟରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜେଲରେ ସଜା ଭୋଗୁଥିବା କଏଦୀଙ୍କୁ କରୋନା ମହାମାରୀ ସମୟରେ ପରୋଲରେ ଛାଡି ଦିଆଯାଇଥିଲା । ହେଲେ ଏବେ ଏହି କଏଦୀମାନେ ଜେଲକୁ ଫେରୁ ନ ଥିବା ଜଣାପଡିଛି । ମହାରାଷ୍ଟ୍ରରେ ଏମିତି ପ୍ରାୟ ୪୫୧ କଏଦୀ କରୋନାର ଫାଇଦା ଉଠାଇ ନିଖୋଜ ହୋଇଯାଇଛନ୍ତି । ଏମାନଙ୍କ ମଧ୍ୟରୁ ୩୫୭ କଏଦୀଙ୍କ ବିରୋଧରେ ଏଫଆଇଆର ଦାଖଲ କରି ପୋଲିସ ନିଖୋଜ କଏଦୀଙ୍କୁ ଖୋଜିବାରେ ଲାଗିପଡିଛି । ମହାରାଷ୍ଟ୍ରରେ କରୋନା ମହାମାରୀ ସମୟରେ ୭ ବର୍ଷ ଅବା ଏହାଠାରୁ କମ ସଜା ଭୋଗୁଥିବା କଏଦୀଙ୍କୁ ପାରୋଲରେ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ରିପୋର୍ଟ ଅନୁଯାୟୀ, ମହାରାଷ୍ଟ୍ର ଜେଲରେ ମାର୍ଚ୍ଚ ୨୦୨୦ ପର୍ଯ୍ୟନ୍ତ ପ୍ରାୟ ୩୫୦୦୦ କଏଦୀ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri