Posted inରାଜ୍ୟ

ଓଏସ୍‌ଏଚ୍‌ଇସି ଉପାଧ୍ୟକ୍ଷଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓଏସ୍‌ଏଚ୍‌ଇସି) ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। ପ୍ରଫେସର ଦାସଙ୍କ କାର୍ଯ୍ୟକାଳ ଆସନ୍ତା ୨୬ ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଆଉ ବର୍ଷେ ପାଇଁ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି। ରାଜ୍ୟର ବୃହତ୍‌ ଏକାଡେମିକ ଇଣ୍ଟରେଷ୍ଟକୁ ଦୃଷ୍ଟିରେ ରଖି ତାଙ୍କର ଏହି କାର୍ଯ୍ୟକାଳ ଅବଧି ବୃଦ୍ଧି କରାଯାଇଛି। ଫଳରେ ଆସନ୍ତା ୨୦୨୪ ଜାନୁୟାରୀ ୨୫ ତାରିଖ ପର୍ଯ୍ୟନ୍ତ ପ୍ରଫେସର ଦାସ ଓଏସ୍‌ଏଚ୍‌ଇସିର ଉପାଧ୍ୟକ୍ଷ ପଦବୀରେ ରହିବେ। ଏ ନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri