ବେଆଇନ କରତ କଳ ଉପରେ ଚଢ଼ାଉ

ସିମୁଳିଆ,୨୫।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଓ ବରି ଅଞ୍ଚଳରେ ବୁଧବାର ୨ଟି କରତ କଳ ଉପରେ ଚଢ଼ାଉ ହୋଇଛି। ବେଆଇନ କାଠ କଟାଯାଇ କରତ କଳ ଚାଲିଥିବା ବିଭାଗୀୟ ଅଧିକାରୀ ଓ ପୋଲିସକୁ ଖବର ମିଳିଥିଲା। ଏ ନେଇ ସକାଳୁ ସେମାନେ ଚଢ଼ାଉ କରିଥିଲେ। ଏଥିରେ କରତ କଳର ବିଭିନ୍ନ ଯନ୍ତ୍ରାଂଶ ଓ କାଠ ଗଣ୍ଡିଗୁଡ଼ିକ ଜବତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri