ଓଡ଼ିଶା: ଆଜିର ଫଟୋ ( ଜାନୁୟାରୀ ୨୬, ୨୦୨୩ )

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଷି ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ କରୁଛନ୍ତି

ଭୁବନେଶ୍ୱର ୟୁନିଟ-୩ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ୱତୀ ପୂଜାରେ ପିଲାମାନଙ୍କୁ ଖଡ଼ି ଛୁଆଁ

 ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ରାଜ୍ୟ ପଦକ ପ୍ରଦାନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଷି ଲାଲ ଉତ୍ତମ ସେବା ପାଇଁ ପୋଲିସ କର୍ମଚାରୀଙ୍କୁ ମେଡାଲ ପ୍ରଦାନ କରୁଛନ୍ତି, ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ

 

କଟକ ବାରବାଟୀ ଷ୍ଟାଡ଼ିଅମରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ ଗ୍ରହଣ କରୁଛନ୍ତି

 

କଟକ ତୁଳସୀପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ୱତୀ ପୂଜା ଅବସରରେ ପୁଷ୍ପାଞ୍ଜଳି ଅର୍ପଣ କରୁଛନ୍ତି ଛାତ୍ରୀ ମାନେ

ଓଡ଼ିଶା ହାଇକୋର୍ଟରେ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରୁଛନ୍ତି

ଗଞ୍ଜାମ ଖଲିକୋଟ ୟୁନଭରସିଟି ଖେଳ ପଡିଆରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟ ଅତିଥି ଦକ୍ଷିଣାଅଞ୍ଚଳ ରାଜସ୍ୱ କମିଶନର (RDC) ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୧ ଡିସେମ୍ବର, ୨୦୨୫ )

ଓଡ଼ିଶା କେନେଲ୍ କ୍ଲବ୍ ପକ୍ଷରୁ ରବିବାର OUAT ପଶୁଚିକିତ୍ସା ମହାବିଦ୍ୟାଳୟ ମଇଦାନରେ କୁକୁର ପ୍ରଦର୍ଶନୀ ଆୟୋଜିତ

ଓଡ଼ିଶା: ଆଜିର ଫଟୋ ( ୨୦ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ଓୟୁଏଟି ଭେଟେରିନାରୀ କଲେଜ୍ ପଡିଆରେ ଓଡିଶା କେନେଲ୍ କ୍ଲବ୍ ଦ୍ୱାରା ଆୟୋଜିତ, “କୁକୁର ଶୋ”     କଟକ ଅନ୍ନପୁର୍ଣ୍ଣ ରଙ୍ଗମଞ୍ଚରେ ଅନ୍ନପୁର୍ଣ୍ଣ ବି...

ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

ଶୁକ୍ରବାର ଭଞ୍ଜକଳା ମଣ୍ଡପରେ ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଜାତୀୟ ପୂପେଟ ଉତ୍ସବର ସମାପନ ଦିନ ପରିଚାଳିତ ହୋଇଥିଲା ଶୁକ୍ରବାର...

ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

ଧରିତ୍ରୀର ୫୨ତମ ଜନ୍ମ ଦିବସ ସମାରୋହ ପାଳିତ

ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲିଭୋଗ ନୀତି         ବାଣୀବିହାରରେ ଉତ୍ତେଜନା, ପୋଲିସ ମୁତୟନ, ପିଲାମାନେ ନ୍ୟାୟ ପାଇଁ ଗେଟ ଆଗରେ...

ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )

ନାୟୀକା, ବାଲେଶ୍ୱରର କଳାକାର ରବିନ୍ଦ୍ର ମଣ୍ଡପରେ ‘ନାଟ୍ୟଧାରା’ ଆୟୋଜିତ ରବିବାର ଦିନ ‘ଭକ୍ତ ଝୋଲିଆ’ ନାଟକରେ ଅଭିନୟ ପ୍ରଦର୍ଶନ କରିଥିଲେ।

ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ ‘ନାଗ ବଂଶମ’ ପରିବେଷଣ       ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ

ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )

୧୬ତମ ଭାରତ ମୁନି ମହୋତ୍ସବ କାଲିଙ୍ଗାୟନ ତୌର୍ୟତ୍ରିକମ୍ ଦ୍ୱାରା GKCMରେ ଶୁକ୍ରବାର ଆୟୋଜିତ ହୋଇଛି ପୁରୀ ବେଳାଭୂମିରେ ବେଲ୍ ଅନୁଷ୍ଠାନ ପକ୍ଷରୁ ମହୋଦଧି ଦିବସ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri