Posted inଜାତୀୟ

ମୁଲାୟମ୍‌ଙ୍କୁ ପଦ୍ମ ବିଭୂଷଣ ସମ୍ମାନ: ଏସ୍‌ପି କହିଲା, ନେତାଙ୍କ ହୋଇଛି ଅପମାନ

ନୂଆଦିଲ୍ଲୀ,୨୬।୧: ଦେଶର ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏହି ପୁରସ୍କାରରେ ସମ୍ମାନିତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ସମାଜବାଦୀ ପାର୍ଟି (ଏସ୍‌ପି)ର ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ ମଧ୍ୟ ରହିଛନ୍ତି। ତାଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଥିଲା। କିନ୍ତୁ ଏସ୍‌ପି ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ଏଥିରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କେନ୍ଦ୍ର ସରକାରଙ୍କ ଘୋଷଣା ଉପରେ ଆପତ୍ତି ଉଠାଇବା ସହ ଏହା ନେତାଙ୍କୁ ଉପହାସ। ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ଉଚିତ ବୋଲି ମୌର୍ଯ୍ୟ କହିଛନ୍ତି। ମୋର୍ଯ୍ୟ ଟୁଇଟ କରି କହିଛନ୍ତି, ମୁଲାୟମ୍‌ ସିଂହ ଯାଦବଙ୍କୁ ମରଣୋତ୍ତର ପଦ୍ମବିଭୂଷଣ ପୁରସ୍କାର ଦେଇ ଭାରତ ସରକାର ତାଙ୍କର ବ୍ୟକ୍ତିତ୍ୱ, କାର୍ଯ୍ୟ ତଥା ଦେଶ ପ୍ରତି ଅବଦାନକୁ ପରିହାସ କରିଛନ୍ତି। ଯଦି ନେତାଜୀଙ୍କୁ ସମ୍ମାନ ଦେବାର ଥିଲା ତେବେ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବାର ଉଚିତ୍‌ ବୋଲି ମୋର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri