ରୁଷିଆ ମିଶାଇଲ୍‌ ମାଡ଼ରେ ୟୁକ୍ରେନର ୧୧ ମୃତ୍ୟୁ: ଆମେରିକାର ନିନ୍ଦା

କିଭ୍‌,୨୭।୧: ଜର୍ମାନୀ ଏବଂ ଆମେରିକା ୟୁକ୍ରେନକୁ ଦଶହଜାର ଟ୍ୟାଙ୍କ ପଠାଇବେ ବୋଲି ଘୋଷଣା କରିବାର ଗୋଟିଏ ଦିନ ପରେ ରୁଷିଆ ୟୁକ୍ରେନ ଉପରେ ପୁଣି ମିଶାଇଲ ଏବଂ ଡ୍ରୋନ୍‌ ମାଡ କରିଛି। ଏହି ଆକ୍ରମଣରେ ୟୁକ୍ରେନର ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ୧୧ ଜଣ ଆହତ ହୋଇଥିବା ଜଣାପଡିଛି।
ୟୁକ୍ରେନ ଷ୍ଟେଟ ଜରୁରୀକାଳୀନ ସେବା ମୁଖପାତ୍ର ଓଲେକ୍ସଚନ୍ଦ୍ର ଖୋରୁଞ୍ଜି ଏକ ବିବୃତ୍ତିରେ କହିଛନ୍ତି, କିଭ୍‌ରେ ସର୍ବାଧିକ ଗୃହ କ୍ଷତି ହୋଇଛି। ଏହି ଆକ୍ରମଣ ପରେ ଉଦ୍ଧାର ପ୍ରକ୍ରିୟାରେ ପ୍ରାୟ ୧୦୦ ଉଦ୍ଧାର କର୍ମଚାରୀ ଜଡିତ ଅଛନ୍ତି। ଆମେରିକା ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛି ଏବଂ ସମସ୍ତ ମୃତକଙ୍କ ପ୍ରତି ସମବେଦନା ଜଣାଇଛି।
ରୁଷିଆ ସହ ଜାରି ରହିଥିବା ବିବାଦ ମଧ୍ୟରେ ୟୁକ୍ରେନକୁ ଯୁଦ୍ଧ ଟ୍ୟାଙ୍କ ଯୋଗାଇବାକୁ ଆମେରିକା ଏବଂ ଜର୍ମାନୀ ରାଜି ହେବା ପରେ ଏହି ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri