Posted inଜାତୀୟ

ମୋର୍‌ବୀ ସେତୁ ଭୁଶୁଡ଼ିବା ମାମଲା: ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ମୋର୍‌ବୀ,୨୭ା୧: ଗୁଜରାଟର ମୋର୍‌ବୀ ସେତୁ ଦୁର୍ଘଟଣା ମାମଲାରେ ଶୁକ୍ରବାର ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିlରେ ମୁଖ୍ୟ ଅଭିଯୁକ୍ତ ଭାବେ ‘ଓରେଭା ଗ୍ରୁପ’ର ମୁଖ୍ୟ ଜୟସୁଖ ପଟେଲ ବୋଲି ଉଲ୍ଲେଖ କରାଯାଇଥିବା ରିପୋର୍ଟରୁ ପ୍ରକାଶ।

ଏହି ଦୁର୍ଘଟଣାରେ ୧୩୫ ଜଣଙ୍କର ମୃତ୍ୟୁ ହୋଇଛି। ଡେପୁଟି ପୋଲିସ ଅଧୀକ୍ଷକ ପିଏସ ଜଲା ମୋର୍‌ବୀ ଅଧିବେଶନ କୋର୍ଟରେ ୧୨୦୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିଲେ। ଏହି ସେତୁ ଭୁଶୁଡ଼ିବା ଘଟଣାରେ ଜେଲରେ ଥିବା ୯ ଅଭିଯୁକ୍ତଙ୍କ ବ୍ୟତୀତ ଓରେଭା ଗ୍ରୁପର ଏମ୍‌ଡି ଜୟସୁଖ ପଟେଲଙ୍କୁ ଚାର୍ଜଶିଟ୍‌ରେ ଦଶମ ଅଭିଯୁକ୍ତ ଭାବେ ନାମିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଆଜିଠାରୁ ମହଙ୍ଗା ହେବ ଟ୍ରେନ ଯାତ୍ରା, ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା….

ନୂଆଦିଲ୍ଲୀ,୨୬।୧୨: ଆଜି, ଶୁକ୍ରବାର ଠାରୁ ଟ୍ରେନ ଯାତ୍ରା ମହଙ୍ଗା ହୋଇଯାଇଛି। ରେଳ ମନ୍ତ୍ରଣାଳୟ ଭଡା ବୃଦ୍ଧି ଘୋଷଣା କରିଛି, ଯାହା ଆଜି ଠାରୁ ଲାଗୁ ହେବ...

ISIS ଆତଙ୍କବାଦୀ ଆଡ୍ଡା ଉପରେ ଟ୍ରମ୍ପଙ୍କ ଆକ୍ରମଣ, ମୃତ ଆତଙ୍କୀଙ୍କୁ ବଡଦିନର ଦେଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୨୬।୧୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଉତ୍ତର-ପଶ୍ଚିମ ନାଇଜେରିଆରେ ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନ ବିରୁଦ୍ଧରେ ଏକ ଘାତକ ଆକ୍ରମଣ ଆରମ୍ଭ କରିଛନ୍ତି। ଟ୍ରୁଥ୍ ସୋସିଆଲ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri