Posted inଜାତୀୟ

ବାୟୁସେନା ସୁଖୋଇ ୩୦-ମିରାଜ ୨୦୦୦ ବିମାନ ଦୁର୍ଘଟଣା, ଜଣେ ପାଇଲଟ ଶହୀଦ…

ଭୋପାଳ,୨୮।୧ : ମଧ୍ୟପ୍ରଦେଶର ମୋରେନାଠାରେ ଏକ ଭୟଙ୍କର ଦୁର୍ଘଟଣାରେ ଦୁଇଟି ବାୟୁସେନା ଯୁଦ୍ଧ ବିମାନ ସୁଖୋଇ ୩୦ ଏବଂ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଭୟ ବିମାନ ଗ୍ବାଲିଅର ଏୟାରବେସରୁ ଉଡ଼ାଣ କରିଥିବା ଅଭ୍ୟାସ ବିମାନ ଥିଲା। ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଅନୁସନ୍ଧାନ ପରେ ଜଣାପଡିବ। ମିଡିଆ ରିପୋର୍ଟ ଅନୁଯାୟୀ, ଦୁର୍ଘଟଣା ସମୟରେ ସୁଖୋଇ ୩୦ ରେ ଦୁଇଜଣ ପାଇଲଟ ଏବଂ ମିରାଜ ୨୦୦୦ ରେ ଜଣେ ପାଇଲଟ ଥିଲେ।

ରିପୋର୍ଟ ଅନୁଯାୟୀ, ଦୁଇ ପାଇଲଟ ସୁରକ୍ଷିତ ଅଛନ୍ତି ଏବଂ ତୃତୀୟ ପାଇଲଟ ଶହୀଦ ହୋଇଛନ୍ତି। ଏହି ଦୁର୍ଘଟଣାର ତଦନ୍ତ ପାଇଁ ବାୟୁସେନା ଏକ କୋର୍ଟ ଅଫ ଇନକ୍ୱାରୀକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦୁର୍ଘଟଣା ଭାରତୀୟ ବାୟୁସେନା ପାଇଁ ଏକ ବଡ କ୍ଷତି ବୋଲି ବିବେଚନା କରାଯାଉଛି।

ସୂଚନାଯୋଗ୍ୟ,ଗୋଟିଏ ସୁଖୋଇ ୩୦ଏମ୍‌କେଆଇ ବିମାନର ମୂଲ୍ୟ ପ୍ରାୟ ୬୧ ନିୟୁତ ଡଲାର ଥିବାବେଳେ
ମିରାଜ ୨୦୦୦ ଯୁଦ୍ଧ ବିମାନର ମୂଲ୍ୟ ପ୍ରାୟ ୧୬୭ କୋଟି ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଦୁଇ ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଖୋଲିବା ପହୁଡ଼

ପୁରୀ,୨୯।୧୨: ଇଂରାଜୀ ନବ ବର୍ଷରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି।

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri