Odisha Elections 2024

‘ଆକ୍ସିସ ବିଜ୍‌ନେସ ସାଇକେଲ ଫଣ୍ଡ୍‌’ର ଶୁଭାରମ୍ଭ

ନୂଆଦିଲ୍ଲୀ,୩୧।୧: ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂଆ ଫଣ୍ଡ ‘ଆକ୍ସିସ ବିଜ୍‌ନେସ ସାଇକେଲ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହା ବ୍ୟବସାୟ ଚକ୍ର ଆଧାରିତ ବିନିଯୋଗ ବିଷୟବସ୍ତୁ ଅନୁସରଣ କରୁଥିବା ଏକ ଅସୀମିତ ଲକ୍ଷ୍ୟ ଇକ୍ୱିଟି ଯୋଜନାା ଏହି ନୂଆ ଫଣ୍ଡ ୨୦୨୩ ଫେବୃୟାରୀ ୨ରେ ଆରମ୍ଭ ହୋଇ ଫେବୃୟାରୀ ୧୬ରେ ବନ୍ଦ ହେବ। ଏ ସମ୍ପର୍କରେ ଆକ୍ସିସ ଏଏମ୍‌ସିର ଏମ୍‌ଡି ତଥା ସିଇଓ ଚନ୍ଦ୍ରେଶ ନିଗମ କହିଛନ୍ତି, ଯଦି ଜଣଙ୍କୁ ବ୍ୟବସାୟ ଚକ୍ର ଲେନ୍ସ ମାଧ୍ୟମରେ ଭାରତର ଅଭିବୃଦ୍ଧି ଆକଳନ କରିବାକୁ ହୁଏ, ତେବେ ଆମେ ସମ୍ପ୍ରସାରଣ ଏବଂ ଶିଖର ପଯର୍‌ୟାୟ ମଧ୍ୟରେ ଏକ ଆକର୍ଷଣୀୟ ସ୍ଥିତିରେ ଅଛୁା ଭାରତରେ ବିନିଯୋଗ ଚକ୍ରକୁ ଉଠାଇବା ପାଇଁ ଏକାଧିକ ବାହକ ସନ୍ତୋଷଜନକ ସ୍ଥିତିରେ ଅଛନ୍ତି ା ଆକ୍ସିସ ବ୍ୟବସାୟ ଚକ୍ରର ଅନନ୍ୟ ହାଇବ୍ରିଡ ବିନିଯୋଗ ଆଭିମୁଖ୍ୟ(ଟପ୍‌ ଡାଉନ ଏବଂ ବଟମ ଅପର ସମ୍ମିଶ୍ରଣ)ବିନିଯୋଗର ଗୁଣାମତ୍କ ଶୈଳୀ ଅନୁସରଣ କରିଥାଏ ଏବଂ ନିବେଶକଙ୍କୁ କୌଣସି ବଜାର ପାଣ୍ଠି ପକ୍ଷପାତ ପ୍ରଦାନ କରେ ନାହିଁ ା ଏକ ଶୃଙ୍ଖଳିତ ଢଙ୍ଗରେ ବଜାର ସୁଯୋଗର ବ୍ୟବହାର କରିବାରେ ବିଶ୍ୱାସ ରଖୁଥିବା ଏକ ଫଣ୍ଡ ହାଉସ ଭାବରେ ଆକ୍ସିସ ବ୍ୟବସାୟ ଚକ୍ର ପାଣ୍ଠି ଜଣେ ନିବେଶକଙ୍କ ପୋର୍ଟଫୋଲିଓରେ ଏକ ଉଲ୍ଲେଖନୀୟ ଯୋଗଦାନ ହେବ ବୋଲି ଆମେ ବିଶ୍ୱାସ କରୁଛୁ ବୋଲି ସେ ମତପ୍ରକାଶ କରିଥିଲେ। ଉକ୍ତ ପାଣ୍ଠିରେ ଏକ ଚକ୍ର-ଚାଳିତ ପୋର୍ଟଫୋଲିଓ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ହୋଣ୍ଡାର ସ୍ମାର୍ଟ ଓ୍ବାର୍କଶପ୍‌

ଭୁବନେଶ୍ୱର,୨୬।୫ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ନୂତନ ଅଭିଯାନ ‘ସ୍ମାର୍ଟ ଓ୍ବାର୍କଶପ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଗ୍ରାହକଙ୍କୁ ଗୁଣାତ୍ମକ ଓ ବିକ୍ରି ପରବର୍ତ୍ତୀ...

ଜୟ ଆଲୁକ୍କାସ୍‌ର ହ୍ୟୁଷ୍ଟନ୍‌ ଆଉଟ୍‌ଲେଟ୍‌ ପୁନଃ ଉଦ୍‌ଘାଟିତ

ଭୁବନେଶ୍ୱର,୨୬।୫ (ଅଭୟ ଦାଶ)ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଗହଣା ବ୍ରାଣ୍ଡ୍‌ ‘ଜୟ ଆଲୁକ୍କାସ’ର ଆମେରିକାସ୍ଥିତ ହ୍ୟୁଷ୍ଟନ୍‌ଠାରେ ଥିବା ଆଉଟ୍‌ଲେଟର ପୁନଃ ଉଦ୍‌ଘାଟନ ନିକଟରେ...

୩୮.୨୩୮ କୋଟିର ନୂଆ ପ୍ରିମିୟମ

ଭୁବନେଶ୍ୱର,୨୬।୫ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଏସ୍‌ବିଆଇ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ୨୦୨୩-୨୪ ଆର୍ଥିକ ବର୍ଷରେ ୨୯% ବୃଦ୍ଧି ସହ ୩୮,୨୩୮କୋଟି ଟଙ୍କାର ନୂଆ ବ୍ୟବସାୟ ପ୍ରିମିୟମ...

ପିଆଜ ଦରବୃଦ୍ଧିରେ ଲଗାମ କଷିବେ ସରକାର

ଭୁବନେଶ୍ୱର,୨୬।୫(ଅନୁରାଧା ମହାରଣା)ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟର ପନିପରିବା ବଜାରରେ ପିଆଜ ଦର ବୃଦ୍ଧି ପାଉଛି। ବିଭନ୍ନ ରାଜ୍ୟରେ ପିଆଜ କିଲୋଗ୍ରାମ ପ୍ରତି ପ୍ରାୟ ୫୦ରୁ ୬୦...

ଟେକ୍ନୋ ଇଣ୍ଡିଆ ସହ ଗୁଗଲ କ୍ଲାଉଡ୍‌ର ସହଭାଗିତା

ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ ଏବଂ ଗୁଗଲ କ୍ଲାଉଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପିତ ହୋଇଛି। ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ର...

ଫିକି ଫ୍ଲୋ ଭୁବନେଶ୍ବରର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୫।୫: ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମହିଳା ଶାଖା ସହ ଅନୁବନ୍ଧିତ ପ୍ରତିଷ୍ଠାନ ଫିକି ଫ୍ଲୋ ଭୁବନେଶ୍ୱର ପକ୍ଷରୁ...

ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଓଡ଼ିଶା ବଜାର

ଭୁବନେଶ୍ୱର,୨୫।୫: କ୍ରମାଗତ ଭାବେ ଘରୋଇ ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଥିବା ବେଳେ ଜାତୀୟସ୍ତରରେ ମଧ୍ୟ ଓଡ଼ିଶା ବଜାରର ଅଂଶ ପ୍ରାୟ ୬% ରହିଛି...

ଡିଆଇଏଲ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଡାବର ଇଣ୍ଡିଆ ଲିମିଟେଡ୍‌ (ଡିଆଇଏଲ୍‌)ର ନୂତନ ଉତ୍ପାଦ ‘ଡାବର ଗ୍ଲୁକୋପ୍ଲସ୍‌-ସି ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌’ର ଶୁଭାରମ୍ଭ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri