ପାକିସ୍ତାନକୁ ମିଳିପାରେ ଆଇଏମଏଫ ସହାୟତା: ସମୀକ୍ଷା ଦଳର ବୈଠକ ଆରମ୍ଭ…

ଇସଲାମାବାଦ,୩୧।୧ : ଋଣ ଏବଂ ଆର୍ଥିକ ସଙ୍କଟରେ ଥିବା ପାକିସ୍ତାନକୁ ସାତ ବିଲିୟନ ଡଲାରର ବର୍ଦ୍ଧିତ ପାଣ୍ଠି ସୁବିଧା ଯୋଗାଇବା ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଦଳ ପାକିସ୍ତାନରେ ପହଞ୍ଚିଛି। ଏହି ପାଣ୍ଠି ସୁବିଧାର ନବମ ସମୀକ୍ଷା ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି।

ସ୍ଥାନୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଥମ ଚାରି ଦିନରେ ପାକିସ୍ତାନ ଏବଂ ଆଇଏମଏଫ ଅଧିକାରୀଙ୍କ ମଧ୍ୟରେ ବୈଷୟିକ ଆଲୋଚନା ହେବ। ଏହି ବୈଠକରେ ବିଭିନ୍ନ ବିଭାଗର ଆର୍ଥିକ ତଥ୍ୟ ସମୀକ୍ଷା କରାଯିବ। ପାକିସ୍ତାନରେ ଥିବା ଆଇଏମଏଫ ପ୍ରତିନିଧୀ କହିଛନ୍ତି ଯେ ଆଇଏମଏଫ ଟିମ ଜାନୁୟାରୀ ୩୧ ରୁ ଫେବୃଆରୀ ୯ ପର୍ଯ୍ୟନ୍ତ ସମୀକ୍ଷା କରିବ। ୨୦୧୯ରେ ପାକିସ୍ତାନ ୬ ବିଲିୟନ ଡଲାର କାର୍ଯ୍ୟକ୍ରମରେ ପ୍ରବେଶ କରିଥିଲା, କିନ୍ତୁ ପରେ ଏହାକୁ ୭ ବିଲିୟନ ଡଲାରକୁ ବୃଦ୍ଧି କରାଯାଇଛି। ଡନ ନ୍ୟୁଜ ଅନୁଯାୟୀ ଯଦି ସବୁ ଠିକ ହୁଏ ତେବେ ଆଇଏମଏଫ ବାକି ୧.୮ ବିଲିୟନ ଡଲାର୍‌ ମୁକ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri