ଫେବୃୟାରୀ ୨୧ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ବର,୨।୨(ବ୍ୟୁରୋ): ଫେବୃୟାରୀ ୨୧ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ। ଫେବୃୟାରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବସିବ। ତେବେ ଚଳିତ ବର୍ଷ ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିବ। ଏନେଇ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ପ୍ରଥମ ଦିନ ଅର୍ଥାତ୍‌ ଫେବୃୟାରୀ ୨୧ରେ ଗୃହକୁ ସମ୍ବୋଧିତ କରିବେ ରାଜ୍ୟପାଳ। ଏହାପରେ ୨୪ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri